ଦୈନିକ ରାଶିଫଳ: 03 ଫେବୃୟାରି 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟୀ ମାନଙ୍କର କଠିନ ପରିଶ୍ରମ ଫଳରେ ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ବ୍ୟାପାର ବା କାରବାରରେ ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ପ୍ରେମପ୍ରସଙ୍ଗରେ ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ଵେ କୃଷିଜାତ ଦ୍ରବ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-ଶତୃମାନେ ପରାଜିତ ହୋଇ ଆକସ୍ମିକ ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଶତ୍ରୁମାନେ ମଥାନତ କରିବେ। ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ଓ ଅଟକି ଥିବା ଧନ ମିଳିଯିବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ।ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!