ଦୈନିକ ରାଶିଫଳ: 18 ଅକ୍ଟୋବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଦୂରଯାତ୍ରାରେ ସଫଳତା ମିଳିବ। ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ। ଶ୍ୱଶୁର ଘର ପକ୍ଷରୁ ସମର୍ଥନ ପାଇବେ ଓ ଆୟ ଅପରିବର୍ତ୍ତିତ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବାସହ ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପାଇବେ ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବେ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବବ୍ୟବସାୟ ବୃଦ୍ଧି ଓ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ସମସ୍ତ ଚେଷ୍ଟା ସଫଳ ହେବ। ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଖୁସି ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:- ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସରକାରୀ କ୍ଷେତ୍ରରେ ସଫଳତା ମିଳିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ବନ୍ଧୁ ମିତ୍ରଙ୍କର ସହଯୋଗରେ ନୂତନ କାର୍ଯ୍ୟଆରମ୍ଭ କରି ପାରିବେ ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:- ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କଲେ ମଧ୍ୟ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ପରିବାରରେ ମାନ ମନାନ୍ତର ଦୂର ହେବାସହ ଦାମ୍ପତ୍ୟ କଳହର ଅବସାନ ଘଟିବ ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:- ନୂତନ କାର୍ଯ୍ୟାରମ୍ଭ କଲେ ଭୂଲରେ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ ରାଜନୀତି କ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଆପଣଙ୍କ ସପକ୍ଷରେ ଯିବ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀହେବେ ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ କରଜ ଭାରରୁ ମୁକ୍ତି ମିଳିବା ସହ ଖୁବ ଅଗ୍ରଗତି ଘଟିବ ରାଜନୀତି କ୍ଷେତ୍ରରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ପରିବାରରେ ମାନ ମନାନ୍ତର ଦୂର ହୋଇ ପରିଶ୍ରମର ସୁଫଳ ଭୋଗ କରିବେ ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ।ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ଦୂରସ୍ଥାନକୁ ଯାତ୍ରାକଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉନ୍ନତି ହେବ। କର୍ମକ୍ଷେତ୍ରରେ ଧୀରେସୁସ୍ଥେ ଗତିକରି କାମ ହାସଲ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଅଫିସରେ ନିଜର ପ୍ରତ୍ୟୁତ୍ମନ ମତିତା କାରଣରୁ ଟେନସନ୍ ଦୂର ହୋଇ ମଉଜ ମଜଲିସ୍ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ।ବ୍ୟବସାୟରେ ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ସନ୍ତାନ ସୁଖ ମିଳିବ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ସମସ୍ତ କର୍ମ କଷ୍ଟରେ ହିଁ ସମ୍ପନ୍ନ ହେବ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!