ଦୈନିକ ରାଶିଫଳ: 05 ଅଗଷ୍ଟ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପ୍ରସଂଶା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆୟ ଉତ୍ତମ ହେବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇ ପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ। ନୂତନ ଆୟପନ୍ଥା ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ସ୍ୱାସ୍ଥ୍ୟ ହାନୀ ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ।ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ତୁଳା:-ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଉଚ୍ଚଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢେଇଦେବ।ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ। ବାହାରକୁ ବୁଲିଗଲେ ହଇରାଣ ହରକତ ହେବାକୁ ପଡିପାରେ। କର୍ମ ସମ୍ବନ୍ଧିତ ଯାତ୍ରା କରି କଷ୍ଟ ଭୋଗି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳି ପାରେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଉତ୍ତମ ରୋଜଗାର ମିଳିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରେମ କ୍ଷେତ୍ରରେ ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!