ଦୈନିକ ରାଶିଫଳ: 24 ମଇ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟ ରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଭାଇ ଭଉଣୀ ଓ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଖେଳ, କୁଦ ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ କିନ୍ତୁ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସରକାରୀ କାମରେ ସଫଳତା ପାଇବାସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ଉତ୍ତମ ରୋଜଗାର କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି ହେବାସହ ଅନେକ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆୟ ବୃଦ୍ଧିହେବାସହ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସମାଜ ସେବା ଓ ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ସହଯୋଗ ମିଳିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ବକେୟା ଅର୍ଥ କିଛି ମିଳିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇ ଆର୍ଥିକସ୍ଥିତି ସୁଧୁରି ଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଜାଗା, ଜମି, ବାସଗୃହ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ଆୟ ଉପାର୍ଜନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଜମିଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।ଉଚ୍ଚଆଶା ପୂରଣ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପଢିବା, ପଢେଇବାରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ବ୍ୟବସାୟରେ ଅଧିକ ପରିଶ୍ରମ କରି ଉଚିତ୍ ଲାଭ ପାଇବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!