ଦୈନିକ ରାଶିଫଳ: ୦୭ ମଇ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ ସାମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୭ତାରିଖ, ଗୁରୁବାର, ମେଷମାସ ୨୫ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ସ୍ଵାତିନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର ତୁଳା, କୁମ୍ଭ ରାଶିର ଘାତବାର ଆମିଷନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧ଟା ୧ମିନିଟ୍। ପର୍ବଦିନ ବୁଦ୍ଧଜୟନ୍ତୀ, ଗୁରୁପୂର୍ଣ୍ଣିମା, ବୈଶାଖ ବ୍ରତ ସମାପନ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯିବ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବୃଷ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ସରକାରୀ କର୍ମଚାରୀ ମାନଙ୍କର  କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ।ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ତୁଳା:-

ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ସରକାରୀ କର୍ମଚାରୀ ମାନଙ୍କର  କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବା ଫଳରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଉନ୍ନତି ଓ ଅତ୍ୟଧିକ ଲାଭ ପାଇବାର ଆଶା ଉଜ୍ଜଳ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସି ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଶତୃମାନେ ତଳମୁହାଁ ହେବେ। ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବ୍ୟବସାୟୀ ମାନେ ବା ବ୍ୟବସାୟ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!