ଆଜି କେମିତି ରହିବ ଆପଣଙ୍କ ଦିନ : ୧ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ଜାନୁୟାରୀ ୨୦୧୮

 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ –

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ବୃଷ-

ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ। ପ୍ରତିଯୋଗିତାରେ ବିଜୟୀ ହେବେ।ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମିଥୁନ-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।  

କର୍କଟ-

କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ। ଆଶା କରିଥିବା କାର୍ଯ୍ୟଟି ଖୁବ୍ ଶୀଘ୍ର ପୂରଣ ହେବ। ପରିବାରରେ କଳହ ସୃଷ୍ଟି ହେବାର ସମ୍ଭାବନାଅଛି। ପ୍ରତିକାର- ସକାଳୁ ଉଠି ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।

ସିଂହ-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବନାହିଁ। ପ୍ରତିକାର- ସକାଳୁ ରୁଟି କୁକୁରକୁ ଖାଇବାକୁ ଦେବେ।

କନ୍ୟା-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ତୁଳା-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତିକୁ ଯେତେ ଜଟିଳ ଥିଲେମଧ୍ୟ ତାହା ସହଜରେ ସମାଧାନ କରିପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।  

ବିଛା-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ ନାହିଁ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ-

କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।   

ମକର-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ-

ଦୂରସ୍ଥାନକୁ  ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ନିଜଲୋକମାନେ ଶତ୍ରୁତା ଆଚରଣ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର- ସକାଳୁ ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।

ମୀନ-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ବେପରୁଆ କର୍ଜୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!