ଆଜିର ପାଞ୍ଜି: ଜୁନ୍ ୧, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଜୁନ୍ ୧, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୭|୩୦ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ      ସଂଧ୍ୟା ଘ ୬|୧୪|୫୮ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୧୮ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧୧ ଦିନ ଶୁକ୍ରବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ତୃତୀୟାତିଥି ରାତ୍ର ଘଣ୍ଟା ୧|୪୫|୫୮ସେକେଣ୍ଡ୍

ମୂଳାନକ୍ଷତ୍ର ପ୍ରାତଃ ଘଣ୍ଟା ୫|୫୨|୫୭ସେକେଣ୍ଡ୍, ଧନୁଚନ୍ଦ୍ର ଅହୋରାତ୍ର,

ଶୁଭଯୋଗ ସଂଧ୍ୟା ଘଣ୍ଟା ୬|୫୧|୧୦ସେକେଣ୍ଡ୍,

ବାଣିଜ୍ୟକରଣ ଦିବା ଘଣ୍ଟା ୧୨|୩୩|୩୬ସେକେଣ୍ଡ୍, ବିଷ୍ଟିକରଣ ରାତ୍ର ଘଣ୍ଟା ୧|୪୫|୫୮ସେକେଣ୍ଡ୍,

ରବ୍ୟଂଶଽ୧୬|୨୧|୨୮, ସୂକ୍ଷ୍ମଚନ୍ଦ୍ର ରାଶି ୮|୧୨|୫୭|୨୫,

ଦିନମାନ ଘଣ୍ଟା ୧୩|୭|୨୮ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୨|୩୨ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଅଗ୍ନିକୋଣେ ରାତ୍ର ଘଣ୍ଟା ୧|୪୫|୫୮ସେକେଣ୍ଡ୍ ଗତେ ନୈଋତକୋଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୧|୪୫|୫୮ସେକେଣ୍ଡ୍ ମଧ୍ୟେ ପୋଟଳ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ଶୁଭସମୟ–

ଅମୃତବେଳା- ଦିବା ଘଣ୍ଟା ୧୨।୭ ମିନିଟ୍ ରୁ ଘଣ୍ଟା ୨।୪୫ ମିନିଟ୍, ସୂର୍ଯ୍ୟାସ୍ତରୁ ରାତ୍ର ଘଣ୍ଟା ୮।୨୫ ମିନିଟ୍, ରାତ୍ର ଘଣ୍ଟା ୧୨।୪୬ ମିନିଟ୍ ରୁ ଘଣ୍ଟା ୨।୫୭ ମିନିଟ୍, ରାତ୍ର ଘଣ୍ଟା ୩।୪୦ ମିନିଟ୍ ରୁ ଘଣ୍ଟା ୫।୭ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬ଟା ରୁ ଘଣ୍ଟା ୬।୫୨ ମିନିଟ୍, ଦିବା ଘଣ୍ଟା ୯।୩୦ ମିନିଟ୍ ରୁ ଘଣ୍ଟା ୧୦।୨୨ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମିଥୁନ, କର୍କଟ, କନ୍ୟା, ତୁଳା, ଧନୁ, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି। 

ତାରାଶୁଦ୍ଧି –

ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ପ୍ରାତଃ ଘଣ୍ଟା ୫|୫୨|୫୭ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା,  ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ବିଛା, ଧନୁ, ମୀନ ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ପ୍ରାତଃ ଘଣ୍ଟା ୫|୫୨|୫୭ସେକେଣ୍ଡ୍ ପରେ ସାତମାସ ଗଣ୍ଡଦୋଷ, ଫଳ-ଶରୀରପୀଡା ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ ପୁତ୍ରବତୀ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ତୃତୀୟାର ଏକୋଦ୍ଦିଷ୍ଟ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ଦୋଷ ନାହିଁ।

ଅଶୁଭସମୟ-

ରାହୁକାଳ /  କାଳବେଳା- ଦିବା ଘଣ୍ଟା ୧୦|୫ ମିନିଟ୍ ରୁ ଘଣ୍ଟା ୧୧|୪୩ ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୮|୨୭ ମିନିଟ୍ ରୁ ଘଣ୍ଟା ୧୦|୫ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୯ଟା ରୁ ଘଣ୍ଟା ୧୦|୨୨ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୧୬।୨୧।୨୮-, ଚନ୍ଦ୍ରରାଶି-୮।୧୨।୫୭।୨୫-,  ମଙ୍ଗଳରାଶି-୯|୧୧|୧୭|୩-,

ବୁଧରାଶି-୧|୧୦|୭|୪୦-, ବୃହସ୍ପତିରାଶି-୬|୨୧|୩୦|୩୯-, ଶୁକ୍ରରାଶି-୨|୨୦|୪୨|୨-,

ଶନିରାଶି-୮|୧୩|୩୪|୨୨-, ରାହୁରାଶି-୯|୧୩|୧୪|୪୬-, କେତୁରାଶି-୯|୧୩|୧୪|୪୬-।

ଆଜିରଲଗ୍ନ

ନିଶାନ୍ତ ୪ଟା ୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୬ଟା ୫ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୧୮ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୦ଟା ୩୧ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧୨ଟା ୪୦ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୨ଟା ୪୮ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୫ଟା ରୁ ବିଛା ଲଗ୍ନ ଆରମ୍ଭ। ୭ଟା ୧୪ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୯ଟା ୨୦ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୯ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧୨ ଟା ୪୫ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୧୯ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ମୋକଦ୍ଦମାଦାୟର କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ପ୍ରାତଃ ଘଣ୍ଟା ୫|୫୨|୫୭ସେକେଣ୍ଡ୍ ମଧ୍ୟେ ମୂଳାନକ୍ଷତ୍ର ଧନୁରାଶି କେତୁମହାଦଶାରେ ଜନ୍ମହୋଇଛି। ପ୍ରାତଃ ଘଣ୍ଟା ୫|୫୨|୫୭ସେକେଣ୍ଡ୍ ପରେ ପୂର୍ବାଷାଢା ନକ୍ଷତ୍ର ଧନୁରାଶି ଶୁକ୍ରମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!