ଦୈନିକ ରାଶିଫଳ: ୧ ମାର୍ଚ୍ଚ ୨୦୧୮
ମେଷ:
ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।
ବୃଷ:
କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha
For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366
ମିଥୁନ:
ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କରନ୍ତୁ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।
କର୍କଟ:
ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଜିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।
<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>
ସିଂହ:
ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
କନ୍ୟା:
ପରିଶ୍ରମ ଓ ମେହନତର ପରିଣାମ ମିଳିବ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ଅହମିୟତା ରଖିବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।
ତୁଳା-
ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।
ବିଛା-
ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।
ଧନୁ-
ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ। ନୂତନ କାର୍ଯ୍ୟରମ୍ଭ କରିପାରିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।
ମକର-
ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ।
Jyotirbid Dr. Pramod Satapathy
Jantra Jyotisha
For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366
କୁମ୍ଭ-
ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ।ରଖନ୍ତୁ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।
ମୀନ-
ସୁଦୃଢ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।