ଦୈନିକ ରାଶିଫଳ: ୧ ମାର୍ଚ୍ଚ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଏହି ସବୁ ରାଶିର ବ୍ୟବସାୟରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧ ମାର୍ଚ୍ଚ ୨୦୧୯

ମେଷ:-

ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ  ଭବିଷ୍ୟତରେ କର୍ମପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- ଗାଈକୁ ଖାଇବାକୁ ଦେବେ।

ମିଥୁନ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ। ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ  କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ।  ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ। ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ।  କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଶରୀର ସୁସ୍ଥ ରହିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଛା:-

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

ଧନୁ:-

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। କର୍ମ କ୍ଷେତ୍ରରେ  ଉପରିସ୍ଥ  କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ସ୍ୱାସ୍ଥ୍ୟ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ।  ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କାଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!