ଦୈନିକ ରାଶିଫଳ: ୧ ଅକ୍ଟୋବର ୨୦୧୮। ଏହି ୫ଟି ରାଶି ବ୍ୟକ୍ତିଙ୍କର ଆଜି ବ୍ୟବସାୟରେ ପ୍ରଚୁର ଲାଭ ମିଳିବ।
ମେଷ:-
ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବ୍ୟବସାୟରେ ଭଲ ଲାଭ ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ କଠିନ ପରିଶ୍ରମ କରିବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଆୟ ଉତ୍ତମ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ବୃଷ:-
ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯାଇ ଭାଇ ଓ ଭଉଣୀମାନଙ୍କ ସହ ସମ୍ପର୍କ ମଧୁର ହେବ। ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।
ମିଥୁନ:–
ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଯୁବକ ଓ ଯୁବତୀମାନେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବାର ସୁଯୋଗ ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପ୍ରତିକାର : କଳା କୁକୁରର ସେବା କରନ୍ତୁ ।
<<Vastu>>> | <<< Jataka Bichara >>>
କର୍କଟ:-
ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର : ପିତା ମାତାଙ୍କ ପରାମର୍ଶ ଗ୍ରହଣ କରନ୍ତୁ ।
ସିଂହ:-
ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଆଶାତୀତ ପରିବର୍ତ୍ତନ ଆସିବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନକର୍ମ ନିଯୁକ୍ତି ପାଇବାର ଆଶା ଉଜ୍ଜଳ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରତିକାର : ଆମିଷ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ ।
କନ୍ୟା:-
ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
ତୁଳା:-
ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଯୁବକ ଓ ଯୁବତୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର : ଗାଈକୁ ରୁଟି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-
ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ। ଯୁବକ ଓ ଯୁବତୀ ମାନେ ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରତିକାର : ବାପା ମାଆଙ୍କୁ ପୂର୍ଣ୍ଣ ଆଦର ଓ ସତ୍କାର କରନ୍ତୁ।
ଧନୁ:-
ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଆଶାତୀତ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ ।
ମକର :-
ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।
କୁମ୍ଭ:-
ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଯୁବକ ଯୁବତୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ଶୁଭ ସୂଚନା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରତିକାର : ବାପା ମାଆଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ଯୁବକ ଯୁବତୀମାନେ କର୍ମ ନିଯୁକ୍ତିରେ ସଫଳ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ପାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ପ୍ରତିକାର:- ପିତାମାତାଙ୍କର ସେବାକରିବା ଆବଶ୍ୟକ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198