ସିଂହ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତବାର। ଆଜିର ପାଞ୍ଜି: ଅପ୍ରେଲ ୧୦, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୧୦, ୨୦୧୮

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୩୩|୧୩ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୬|୨୫ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୨୭ଦିନ ରାଷ୍ଟ୍ରିୟ ଚୈତ୍ରମାସ ୨୦ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, କୃଷ୍ଣପକ୍ଷ, ଦଶମୀତିଥି ଅହୋରାତ୍ର,

ଶ୍ରବଣା ନକ୍ଷତ୍ର ରାତ୍ର ଘଣ୍ଟା ୧୧।୨୫।୧ସେକେଣ୍ଡ୍, ମକରଚନ୍ଦ୍ର ଅହୋରାତ୍ର, 

ସାଧ୍ୟଯୋଗ ନିଶାନ୍ତ ଘଣ୍ଟା ୫।୨୭।୩୯ସେକେଣ୍ଡ୍,  

ବାଣିଜ୍ୟକରଣ ସଂଧ୍ୟା ଘଣ୍ଟା ୫।୪୨।୫ସେକେଣ୍ଡ୍, ବିଷ୍ଟିକରଣ ଅହୋରାତ୍ର,

ରବ୍ୟଂଶଽ୨୫।୫୮।୪୬, ସୂକ୍ଷ୍ମଚନ୍ଦ୍ର ରାଶି ୯।୧୪।୨୪।୪୩,

ଦିନମାନ ଘଣ୍ଟା ୧୨।୨୩।୧୧ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧।୩୬।୪୯ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଉତ୍ତରେ ଅହୋରାତ୍ର ଗତେ ଅଗ୍ନିକୋଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଅହୋରାତ୍ର ମଧ୍ୟେ କଳମଶାଗ ଓ ପରେ ଶିମ୍ବ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସକାଳ ଘଣ୍ଟା ୮।୨ ମିନିଟ୍ ରୁ ଘଣ୍ଟା ୧୦।୩୦ ମିନିଟ୍, ଦିବା ଘଣ୍ଟା ୧୨।୫୯ ମିନିଟ୍ ରୁ ଘଣ୍ଟା ୨।୩୮ ମିନିଟ୍, ଦିବା ଘଣ୍ଟା ୩।୨୭ ମିନିଟ୍ ରୁ ଘଣ୍ଟା ୫।୬ ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୬।୪୨ ମିନିଟ୍,  ରାତ୍ର ଘଣ୍ଟା ୯।୨ ମିନିଟ୍ ରୁ ରାତ୍ର ଘଣ୍ଟା ୧୧।୨୧ମିନିଟ୍, ରାତ୍ର ଘଣ୍ଟା ୧।୪୧ ମିନିଟ୍ ରୁ ଘଣ୍ଟା ୩।୧୪ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, କର୍କଟ, ସିଂହ, ତୁଳା, ବିଛା, ମକର, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା, ମୃଗଶିରା, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୧।୨୫।୧ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ସିଂହ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଓ ରଜଶ୍ଚକ୍ରେ ରୋଗିଣୀ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଦଶମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି  ମୃତବ୍ୟକ୍ତିର ଏକପାଦ ବାରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୨|୫୨ମିନିଟ୍ ରୁ ଘଣ୍ଟା ୪|୨୫ମିନିଟ୍ ମଧ୍ୟେ। ବାରବେଳା – ସକାଳ ଘଣ୍ଟା ୭|୮ମିନିଟ୍ ରୁ ଘଣ୍ଟା ୮|୪୧ମିନିଟ୍ ମଧ୍ୟେ। କାଳବେଳା – ଦିବା ଘଣ୍ଟା ୧|୨୦ମିନିଟ୍ ରୁ ଘଣ୍ଟା ୨|୫୩ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୨୬ମିନିଟ୍ ରୁ ଘଣ୍ଟା ୮|୫୩ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ- 

ରବିରାଶି-୧୧।୨୫।୫୮।୪୬-୨୭/୧୨, ଚନ୍ଦ୍ରରାଶି-୯।୧୪।୨୪।୪୩-୨୨/୧୦, ମଙ୍ଗଳରାଶି-୮|୧୮|୫୦|୧୨-୨୦/୯, ବୁଧରାଶି-୧୧|୫୭|୨୯-୨୬/୧୨, ବୃହସ୍ପତିରାଶି-୬|୨୭|୩୬|୪୮-୧୬/୭, ଶୁକ୍ରରାଶି-୦|୧୭|୫୭|୧୫-୨/୧, ଶନିରାଶି-୮|୧୪|୫୮|୩୦-୨୦/୯, ରାହୁରାଶି-୩|୧୮|୩୦|୪୩-୯/୪, କେତୁରାଶି-୯|୧୮|୩୦|୪୩-୨୨/୧୦।

ଆଜିରଲଗ୍ନ

ନିଶାନ୍ତ ୪ ଟା ୯ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୫ଟା ୪୭ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୭ଟା ୩୦ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୯ଟା ୨୯ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୧ଟା ୪୨ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧ଟା ୫୬ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୪ଟା ୫ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୧୨ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୮ଟା ୨୪ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୦ଟା ୩୯ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୨ଟା ୪୫ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୨ଟା ୩୪ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୯ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ପୁଂସବନ, ସୀମନ୍ତୋନୟନ, ଋଣଦାନ ଓ ଗ୍ରହଣ, ହଳ ଆରମ୍ଭ କରିପାରିବେ।  

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧୧।୨୫।୧ସେକେଣ୍ଡ୍ ମଧ୍ୟେ ଶ୍ରବଣା ନକ୍ଷତ୍ର ମକରରାଶି ଚନ୍ଦ୍ର ମହାଦଶାରେ ଜନ୍ମହୋଇଛିବୋଲି ଜାଣିବେ ଓ ରାତ୍ର ଘଣ୍ଟା ୧୧।୨୫।୧ସେକେଣ୍ଡ୍ ପରେ ଧନିଷ୍ଠା ନକ୍ଷତ୍ର ମକର ରାଶି ଓ ମଙ୍ଗଳ ମହାଦଶାରେ ଜନ୍ମ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!