ଦୈନିକ ରାଶିଫଳ: ୧୦ ନଭେମ୍ବର ୨୦୧୮। ଶନି ଦେବ ଖୋଲିବେ ଏହି ସବୁ ରାଶିର ଭାଗ୍ୟ ର ତାଲା…  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୦ ନଭେମ୍ବର ୨୦୧୮। ଶନି ଦେବ ଖୋଲିବେ ଏହି ସବୁ ରାଶିର ଭାଗ୍ୟ ର ତାଲା…

ମେଷ:

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

<<Vastu>>> | <<< Jataka Bichara >>> 

କର୍କଟ:

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପାରିବାରିକ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:

ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ଚାକିରିଜୀବୀ ମାନଙ୍କର ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଉପୁଜିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ।

ମକର:

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!