ଆଜି କେମିତି ରହିବ ଆପଣଙ୍କ ଦିନ : ୧୧ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୧ ମାର୍ଚ୍ଚ ୨୦୧୮

ମେଷ:-

ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ। କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ଭବିଷ୍ୟ ଯୋଜନାରେ ଚିନ୍ତିତ ରହିବେ। ବେରୋଜଗାରଙ୍କୁ ରୋଜଗାର ମିଳିବାର ଉପଯୁକ୍ତ ସମୟ ଅଟେ। ପ୍ରତିକାର:- ଗୋମାତାର ସେବାକରି ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାଲୁ ରହିଥିବା କାର୍ଯ୍ୟରେ ନୂଆ ସମସ୍ୟାର ସାମ୍ନା କରିବାକୁ ପଡିବ। ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ହେବ। ଧୈର୍ଯ୍ୟ ଓ ବୁଦ୍ଧିମତା  ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ମାଦକ ଦ୍ରବ୍ୟଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର- ସୋରିଷତେଲର ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ମିତ୍ର ଓ ସହଯୋଗୀ ସହଯୋଗ କରିବେ। କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ପତ୍ନୀଙ୍କ ସେବା ଓ ସମର୍ପଣ ଭାବ ଆନନ୍ଦିତ କରିବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ପଦୋନ୍ନତି ଓ ସ୍ଥାନାନ୍ତରଣର ଅନୁକୂଳ ପରିଣାମ ଆସିବ। ବନ୍ଧୁଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହେବ। ବ୍ୟାପାର ଓ କାରବାରରେ ସୁଧାର ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ନିଜର ଧ୍ୟାନ ଲକ୍ଷ ଉପରେ କେନ୍ଦ୍ରିତ କରିବେ। ବୁଦ୍ଧିମତା ଓ ଚତୁରତା  ଯୋଗେ ସାଂସାରିକ ମହତ୍ଵ କାମ ତୁଲେଇ ପାରିବେ। କଳହ, ବାଦ-ବିବାଦରୁ ଦୂରେଇ ଯିବେ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

କନ୍ୟା:-

ଜଣେ ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବ, ଯାହା ଦ୍ଵାରା ପୁରୁଣା କଥା ମନ ପଡି  ପ୍ରସନ୍ନ ହୋଇଯିବେ। ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମଧ୍ୟ ମିତ୍ର କରିପାରିବେ। ଅଧ୍ୟୟନ କ୍ଷେତ୍ରରେ ମଧ୍ୟ ଉନ୍ନତି ହେବ। ପ୍ରତିକାର-ତନ୍ଦୁରୁଟି ଗାଈକୁ ଖାଇବାକୁ ଦେବେ।  

ତୁଳା:-

ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିବେ। କଷ୍ଟ ଓ ପରିଶ୍ରମ ସାର୍ଥକ ହେବ। ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତି ହେବ। ବିଦ୍ୟାଧ୍ୟୟ ନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।  

ବିଛା:-

ନିଜର କାମକୁ ଅଧିକ ଗୁରୁତ୍ଵ ଦେବେ। ସାମାଜିକ ସ୍ତରରେ ବାଣୀଯୋଗେ ପ୍ରତିଷ୍ଠା ବଢିବ। ଯୋଗ ଓ ବ୍ୟାୟାମ ଦିନଚର୍ଯ୍ୟାକୁ ବ୍ୟବସ୍ଥିତ ରଖିବ। ଚାକିରୀକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

ଧନୁ:-

କର୍ମଖେତ୍ରରେ ନିଜର ଶକ୍ତି, ଉତ୍ସାହ ଓ ପ୍ରେରଣା ଭରପୁର ରହିବ। ମାନ-ସମ୍ମାନ, ଯଶ-ପ୍ରତିଷ୍ଠାରେ ବୃଦ୍ଧି ହେବ। କୌଣସି ରଚନାତ୍ମକ କାମ ନିଜ ହାତରେ ସମ୍ପନ୍ନ କରିବେ। ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।  

ମକର:-

ସ୍ଵାସ୍ଥ୍ୟରେ ଉଚିତ ସୁଧାର ହେବ। ସମସ୍ତଙ୍କ ଠାରୁ କାମରେ ପ୍ରଶଂସା ମିଳିବ। ନିଜ ବୁଦ୍ଧିରେ ସମସ୍ତ ସମସ୍ୟାରୁ ମୁକୁଳିଯିବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ପ୍ରତିକାର:- ଗୋମାତାର ସେବାକରି ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

କିଛି ଭଲ କାର୍ଯ୍ୟ କରିବା ପାଇଁ ମନ ଇଛୁକ ହେବ। କୌଣସି ମହିଳାଙ୍କ ମାଧ୍ୟମରେ ଉନ୍ନତିର ରାସ୍ତା ଉନ୍ମୁକ୍ତ ହେବ। ବନ୍ଧୁଙ୍କ ସହିତ କୌଣସି ସମାରୋହରେ ବ୍ୟସ୍ତ ରହିବେ। ଅସହାୟ ଓ ନୀଚ ଲୋକଙ୍କୁ ସାହାରା ବା ସାହାର୍ଯ୍ୟ କରିବାକୁ ମନ ବଳାଇବେ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।

ମୀନ:-

କାମ-କାର୍ଯ୍ୟରେ ଉନ୍ନତି ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତି କାମରେ ଖୁସି ହେବେ। ଲକ୍ଷ୍ୟ ପ୍ରାପ୍ତି ପାଇଁ ପ୍ରଯତ୍ନଶୀଳ ରହିବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!