ଦୈନିକ ରାଶିଫଳ: ୧୧ ଅକ୍ଟୋବର ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ଜୀବନରେ ଆସିବ ଖୁସିର ଲହରୀ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।

ମିଥୁନ:

ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇଯିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆଳସ୍ୟ ବୃଦ୍ଧିପାଇବ। ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଧନ ଲାଭ ହେବାରୁ ମନଖୁସି ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:

ଶୁଭ ସମାଚାର ମିଳିବ। ଅର୍ଥଲାଭର ମାର୍ଗ ଖୋଲିଯିବ। ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ। ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ। ପ୍ରତିକାର:- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଲେଖାପଢାରୁ ଶୁଭଫଳ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ବିଛା:-

ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସା ମିଳିବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ସାଙ୍ଗସାଥିମାନେ ସାହାଯ୍ୟ କରିବେ। ମନ ଭଲ ରହିବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟର ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସୁଫଳ ପାଇବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ସୁଖଶାନ୍ତି ଫେରି ଆସିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଅଶାତୀତ ଲାଭବାନ୍ ହେବେ। ସୁଖ ସମୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!