ବରୁଥିନୀ ଏକାଦଶୀ। ଆଜିର ପାଞ୍ଜି: ଅପ୍ରେଲ ୧୨, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୧୨, ୨୦୧୮

ବରୁଥିନୀ ଏକାଦଶୀ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୩୧|୩୬ସେ

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୬|୫୮ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୨୯ଦିନ ରାଷ୍ଟ୍ରିୟ ଚୈତ୍ରମାସ ୨୨ଦିନ ଗୁରୁବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, କୃଷ୍ଣପକ୍ଷ, ଏକାଦଶୀତିଥି ସକାଳ ଘଣ୍ଟା ୮|୧୪|୧୯ସେକେଣ୍ଡ୍,

ଶତଭିଷା ନକ୍ଷତ୍ର ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍, କୁମ୍ଭଚନ୍ଦ୍ର ଅହୋରାତ୍ର,

ଶୁଭଯୋଗ ନିଶାନ୍ତ ଘଣ୍ଟା ୫|୪୦|୨୦ସେକେଣ୍ଡ୍, କ୍ଷୟ ଶୁକ୍ଳଯୋଗ ନିଶାନ୍ତ ଘଣ୍ଟା ୫|୨୪|୨୯ସେକେଣ୍ଡ୍,

ବାଳବକରଣ ସକାଳ ଘଣ୍ଟା ୮|୧୪|୧୯ସେକେଣ୍ଡ୍, କୌଳବକରଣ ରାତ୍ର ଘଣ୍ଟା ୮|୪୪|୦ସେକେଣ୍ଡ୍,

ରବ୍ୟଂଶଽ୨୭|୫୬|୨୯, ସୂକ୍ଷ୍ମଚନ୍ଦ୍ର ରାଶି ୯|୮|୩୮|୪୦,

ଦିନମାନ ଘଣ୍ଟା ୧୨|୨୫|୨୨ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୩୪|୩୮ସେକେଣ୍ଡ୍,

ଯୋଗିନୀବାସ-

ଯୋଗିନୀ ଅଗ୍ନିକୋଣେ ସକାଳ ଘଣ୍ଟା ୮|୧୪|୧୯ସେକେଣ୍ଡ୍ ଗତେ ନୈଋତକୋଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସକାଳ ଘଣ୍ଟା ୮|୧୪|୧୯ସେକେଣ୍ଡ୍ ମଧ୍ୟେ ଶିମ୍ବ ଓ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ।

ଶୁଭସମୟ–

ଅମୃତବେଳା- ରାତ୍ର ଘଣ୍ଟା ୨।୨୭ ମିନିଟ୍ ରୁ ଘଣ୍ଟା ୩।୧୩ମିନିଟ୍ ମଧ୍ୟେ। ମାହେନ୍ଦ୍ର- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୧୧ ମିନିଟ୍, ଦିବା ଘଣ୍ଟା ୧୦।୩୦ ମିନିଟ୍ ରୁ ଘଣ୍ଟା ୧୨।୫୯ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, ସିଂହ, କନ୍ୟା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ମିଥୁନ, ମକର, ମୀନ ରାଶିର ଘାତଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍ ଗତେ ସାତମାସ ଗଣ୍ଡଦୋଷ ଓ ରଜଶ୍ଚକ୍ରେ ସ୍ଵାମୀପ୍ରିୟା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି  ମୃତବ୍ୟକ୍ତିର ସକାଳ ଘଣ୍ଟା ୮|୧୪|୧୯ସେକେଣ୍ଡ୍ ଗତେ ଏକପାଦ ତିଥିଦୋଷ ଓ  ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍ ଗତେ ଦ୍ଵିପାଦ ତିଥି ଓ ନକ୍ଷତ୍ରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍। 

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୧|୧୯ମିନିଟ୍ ରୁ ଘଣ୍ଟା ୨|୫୨ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୪|୨୬ମିନିଟ୍ ରୁ ଘଣ୍ଟା ୫|୫୯ମିନିଟ୍ ମଧ୍ୟେ। କାଳବେଳା – ଦିବା ଘଣ୍ଟା ୨|୫୩ମିନିଟ୍ ରୁ ଘଣ୍ଟା ୪|୨୬ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧୧|୪୬ମିନିଟ୍ ରୁ ଘଣ୍ଟା ୧|୧୩ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ- 

ରବିରାଶି-୧୧।୨୭।୫୬।୨୯-୨୭/୧୨, ଚନ୍ଦ୍ରରାଶି-୧୦।୮।୩୮।୪୦-୨୪/୧୧, ମଙ୍ଗଳରାଶି-୮|୧୯|୫୩|୩୬-୨୦/୯, ବୁଧରାଶି-୧୧|୧୧|୧୧|୧୦-୨୬/୧୨, ବୃହସ୍ପତିରାଶି-୬|୨୭|୨୫|୩୩-୧୬/୭, ଶୁକ୍ରରାଶି-୦|୨୦|୨୪|୧୭-୨/୧, ଶନିରାଶି-୮|୧୪|୫୯|୫୩-୨୦/୯, ରାହୁରାଶି-୩|୧୮|୧୯|୨-୯/୪, କେତୁରାଶି-୯|୧୮|୧୯|୨-୨୨/୧୦।

ଆଜିରଲଗ୍ନ

ନିଶାନ୍ତ ୪ ଟା ୨ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୫ଟା ୩୯ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୭ଟା ୨୨ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୯ଟା ୨୧ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୧ଟା ୩4ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧ଟା ୪୮ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୩ଟା ୫୭ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୬ଟା ୪ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୮ଟା ୧୬ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୦ଟା ୩୧ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୨ଟା ୩୭ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୨ଟା ୨୬ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୪ ଟା ୨ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

ଶୁଭକର୍ମ-

ଆଜି ଋଣଦାନ ଓ ଗ୍ରହଣ, ବୃକ୍ଷରୋପଣ, ନାମକରଣ, ଅନ୍ନପ୍ରାଶନ୍ନ, ଧାନ୍ୟସ୍ଥାପନ, ଦେବତାପ୍ରତିଷ୍ଠା, ଦିକ୍ଷାଗ୍ରହଣ, ଔଷଧ କରଣ ଓ ସେବନ, ବିଦ୍ୟାରମ୍ଭ, ହଳଆରମ୍ଭ, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର ଆରମ୍ଭ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍ ମଧ୍ୟେ ଶତଭିଷା ନକ୍ଷତ୍ର କୁମ୍ଭରାଶି ଓ ରାହୁ ମହାଦଶାରେ ଜନ୍ମ। ରାତ୍ର ଘଣ୍ଟା ୩|୧୮|୩୨ସେକେଣ୍ଡ୍ ପରେ ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭରାଶି ଓ ଗୁରୁ ମହାଦଶାରେ ଜନ୍ମ ହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!