ଆଜି କେମିତି ରହିବ ଆପଣଙ୍କ ଦିନ : ୧୩ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ଅପ୍ରେଲ ୨୦୧୮

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ପ୍ରତିକାର-ଗୁଡରୁଟି ଗାଈକୁ ଖାଇବାକୁ ଦେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

କର୍କଟ:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କନ୍ୟା:-

ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ବିଛା:-

କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିକୁ ନେଇ ପ୍ରସାଦ କରି ବାଣ୍ଟିବା

ଧନୁ:-

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

ମକର:-

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର- ଧର୍ମସ୍ଥାନକୁ ସଫାକରି ଠାକୁର ଦେବତାଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ  ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ମୀନ:-

କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡି ପାରନ୍ତି। ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର- ଫୁଲଗଛରେ ପାଣିଛିଞ୍ଚି ଫୁଲ ତୋଳି ଠାକୁରଙ୍କୁ ଚଢେଇବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!