ଆଜି କେମିତି ରହିବ ଆପଣଙ୍କ ଦିନ : ୧୩ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ମାର୍ଚ୍ଚ ୨୦୧୮

ମେଷ:-

ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ। ଅଧିନସ୍ଥ କର୍ମଚାରୀଙ୍କ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ପ୍ରତିକାର- ଗୋଟାବିରି ଦରିଦ୍ରକୁ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଆଧ୍ୟାତ୍ମିକ ଊର୍ଜାରେ ମନ ଓତ-ପ୍ରୋତ ରହିବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ଧର୍ମକାର୍ଯ୍ୟରେ ନିଯୋଜିତ ହେବେ। ଘରର ମୁଖ୍ୟଙ୍କ ସ୍ଵାସ୍ଥ୍ୟକୁ ନେଇ ଯେଉଁ ଚିନ୍ତା ଥିଲା ସେଥିରୁ ମୁକ୍ତି ମିଳିବ। ପ୍ରତିକାର- ଲାଲରଙ୍ଗର ବସ୍ତୁ ଉପହାର ସ୍ୱରୂପ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଡାକ ବା ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। କଷ୍ଟ ଓ ପରିଶ୍ରମର ପୁରା-ପୁରା ଲାଭ ମିଳିବ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବ ନାହିଁ।ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ଚାକିରୀକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ। ଯେତେ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ପ୍ରତିକାର- ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଭଲ କାର୍ଯ୍ୟ କରି ତୁମର ଆକାଂକ୍ଷାକୁ ପୂର୍ଣ୍ଣ କରିପାରିବେ। ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମ ଓ  ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ପ୍ରତିକାର- ଗୋଟାମୁଗ ଦରିଦ୍ରକୁ ଦାନ କରନ୍ତୁ।

କନ୍ୟା:-

ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରୋଜି-ରୋଜଗାରର ଉଚିତ୍ ଅବସର ମିଳିବ।  ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ସମ୍ୟକ ବୁଦ୍ଧି ଜାଗ୍ରତ ଓ ଇଛାଶକ୍ତି ପ୍ରବଳ ହେବ। ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।   

ତୁଳା:-

ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର  ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ଆର୍ଥିକସ୍ଥିତି ସୁଧୁରିବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଛା:-

କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଅସହାୟ ଓ ନୀଚ ଲୋକଙ୍କୁ ସାହାରା ବା ସାହାର୍ଯ୍ୟ କରିବାକୁ ମନ ବଳାଇବେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।   

ଧନୁ:-

ଆର୍ଥିକ ସ୍ଥିତିରେ ସୁଦୃଢ ରହିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ଉନ୍ନତିହେବ। ପ୍ରତିକାର- ଗୋଟାବୁଟ ଦରିଦ୍ରକୁ ଦାନ କରନ୍ତୁ।

ମକର:-

ସାମାଜିକ ଦୈନିକ କାର୍ଯ୍ୟରେ ସମୟ ବିତେଇବେ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ଟିମବର୍କ ଓ ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରିପାରିବେ। ବିଦ୍ୟାଧ୍ୟୟ ନ କ୍ଷେତ୍ରରେ ସଫଳତା ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ରହିବ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।  

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ଆର୍ଥିକସ୍ଥିତି ସୁଦୃଢ ହେବ। ବ୍ୟାଙ୍କ-ବାଲାନ୍ସ ମଧ୍ୟ ହେବ। ପାରିବାରିକ ପରିସ୍ଥିତି ବଦଳିଯିବ। ବନ୍ଧୁଙ୍କ ଆଗମନ ହେବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ପ୍ରତିକାର-ଘରୁ ବହାରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!