ଆଜି କେମିତି ରହିବ ଆପଣଙ୍କ ଦିନ : ୧୩ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ମଇ ୨୦୧୮

ମେଷ:-

ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର  ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରତିକାର- ମସୁରଡାଲି ଦରିଦ୍ରକୁ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କୌଣସି ମାଙ୍ଗଳିକ ପ୍ରୟୋଜନ ଓ ଉତ୍ସବରେ ଯୋଗଦାନ କରିବେ। ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାରେ ସଫଳତା ମିଳିବ। କର୍ମ ଓ ବ୍ୟବସାୟରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- କର୍ପୁର  ଚନ୍ଦନ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

କର୍କଟ:-

ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ନୂତନ କାମ ଆରମ୍ଭ କରିପାରିବେ। କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରିପାରିବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ପ୍ରତିକାର- ଗୋଟାବୁଟ ଦରିଦ୍ରକୁ ଦାନ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି। ମାଲିମୋକଦ୍ଦମାରେ ବଂଧୁ ସହଯୋଗରେ ବିଜୟ ପ୍ରାପ୍ତ ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। କାରବାରରେ ଲାଭ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଦୂରେଇ ଯିବେ। ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ପ୍ରତିକାର- ସୁସ୍ଵାଦୁଖାଦ୍ୟ ଦରିଦ୍ରକୁ ଦାନ କରନ୍ତୁ।  

କନ୍ୟା:-

ବିବାହଉତ୍ସବ ବା କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ।  ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା:-

ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ। ପୁରାତନ ରୋଗରୁ ଉପଶମ ମିଳିବ। ଅଚାନକ ଭାବରେ ଧନ ଲାଭ ହେବ। ପ୍ରତିକାର- ଧଳାଚନ୍ଦନ ଘୋରି ଧାରଣ କରନ୍ତୁ।

ବିଛା:-

ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ପ୍ରତିକାର- ତିଳକ ଚନ୍ଦନ ଧାରଣ କରନ୍ତୁ।

ଧନୁ:-

ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ। ପ୍ରତିକାର- ତେଲଭାଜି ଜଳଖିଆ ଦରିଦ୍ରକୁ ଦାନ କରନ୍ତୁ।

ମକର:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। କର୍ମଖେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ। ପ୍ରତିକାର- ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁ ଗ୍ରହଣ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ। ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ।  ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ପ୍ରତିକାର-ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ଧୀରେ-ଧୀରେ ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଆର୍ଥିକସ୍ଥିତି ସୁଦୃଢ ହେବ ଓ ବ୍ୟାଙ୍କ-ବାଲାନ୍ସ ବୃଦ୍ଧି ହେବ। ମହିଳା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ। ପ୍ରତିକାର- ତୁଲସୀ ମୂଳର ମାଟି ଚନ୍ଦନ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!