ଦୈନିକ ରାଶିଫଳ: ୧୩ ସେପ୍ଟେମ୍ବର ୨୦୧୮। ଆଜି ଏହି ୩ ଟି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୩ ସେପ୍ଟେମ୍ବର ୨୦୧୮। ଆଜି ଏହି ୩ ଟି ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର।

ମେଷ-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଓ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ।  ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି  ପ୍ରଚୁର ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର : ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ

ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଶତୃମାନେ ଷଡଯନ୍ତ୍ର କରି କ୍ଷତି କରିବେ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ। କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ। ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ଚକ୍ଷୁ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ।  ବ୍ୟବସାୟ ପାଇଁ ଦୂର ଯାତ୍ରାରେ ଶରୀର ପୀଡ଼ା ଭୋଗିବେ। ପ୍ରତିକାର- ଗ୍ରାମ୍ୟଦେବତାଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା-

ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଅସହାୟାଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋର୍ନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଯାତ୍ରାରେ ସଫଳତା ପ୍ରାପ୍ତି ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର : ପିତାମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ଆହୁରି ପଢନ୍ତୁ: ଘିଅ ବା ତେଲରେ ନୁହେଁ ପାଣିରେ ଜଳେ ଦୀପ! ଆସନ୍ତୁ ଜାଣିବା ଏହି ଚମତ୍କାରୀ ମନ୍ଦିର ସମ୍ପର୍କରେ କିଛି କଥା।

ବିଛା-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। କର୍ମୋନ୍ନତିର ସୂଚନା ପାଇବା ସହ  ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍। ବହୁମୂତ୍ର ରୋଗୀମାନେ ସାବଧାନ ରହିବା ଉଚିତ୍। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ଧନୁ-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ନୂତନ ବାହନ, ଗୃହ ଆଦି ଲାଭ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ପରିବର୍ତ୍ତନ  ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରରେ ମନୋମାଳିନ୍ୟ ମେଣ୍ଟିଯିବ। ପରୀକ୍ଷା ହେବେ। ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା ଓ ପ୍ରତିଦ୍ୱିନ୍ଦିତାରେ ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହୋଇ ଉଚ୍ଚ ପ୍ରଶଂସିତ ହେବେ। ମହିଳା ମାନେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ  ଦିଗରୁ ଉନ୍ନତି ହେବ। ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

କୁମ୍ଭ-

ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ସାମୟିକ ଭାବେ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ। ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ  ମୁକ୍ତ ହେବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ  ବିଜୟୀ ହେବେ। କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ଭାବମୂର୍ତ୍ତି ରକ୍ଷା କରି ପରିବାର ମୁଖ୍ୟଙ୍କ ସହିତ ପରିଚାଳନାଗତ ସ୍ଵତନ୍ତ୍ର ଅତୁଟ ରଖିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!