ଆଜି କେମିତି ରହିବ ଆପଣଙ୍କ ଦିନ : ୧୪ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ଅପ୍ରେଲ ୨୦୧୮

ମେଷ:

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।    

କର୍କଟ:

କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:

ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:

ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିକାର- ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:

କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ଦୂରତା ରକ୍ଷାକରି ନ ଚଳିଲେ କ୍ଲେଶ ଭୋଗିବେ । ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!