ଆଜି କେମିତି ରହିବ ଆପଣଙ୍କ ଦିନ : ୧୪ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୪ ମାର୍ଚ୍ଚ ୨୦୧୮

ମେଷ:-

କାରବାରରେ ଲାଭ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ଘରର କୌଣସି ନୂତନ ବସ୍ତୁ କ୍ରୟ କରିପାରିବେ। କୌଣସିଠାରୁ ଶୁଭ ସମାଚାର ବା ସନ୍ଦେଶ ଶୁଣି ମନ ଉତ୍ସୁକ ହେବ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଗଠନ ମୂଳକ ସାମୁହିକ ଗତିବିଧି ଦ୍ଵାରା ସଫଳତା ପ୍ରାପ୍ତ କରିବେ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ଧୈର୍ଯ୍ୟ ଓ ବୁଦ୍ଧିମତା  ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ପକ୍ଷରେ ରହିବ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।   

କର୍କଟ:-

ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ପ୍ରତିକାର- ଯଜ୍ଞଭସ୍ମ  ମସ୍ତକରେ ଧାରଣ କରନ୍ତୁ। 

କନ୍ୟା:-

ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପ୍ରତିକାର- ହରଡଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି। ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଭତେ, ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି। ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ। ପ୍ରତିକାର- ଧଳାଚନ୍ଦନ ଘୋରି ଧାରଣ କରନ୍ତୁ।

ବିଛା:-

ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର- ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ:-

ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ବିବାହ, ଉତ୍ସବ ବା କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ। ଭଲ ଚାକିରୀ ମଧ୍ୟ ମିଳିବ। କଷ୍ଟ ଓ କଠିନ ପରିଶ୍ରମ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ।

ମକର:-

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପୈତୃକ ସମ୍ପତ୍ତି  ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ବିବାହ, ଉତ୍ସବ ବା କୌଣସି ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଭ୍ରମଣ କରିବାର ସୁଯୋଗ ଅଛି। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଆର୍ଥିକସ୍ଥିତି ସୁଦୃଢ ହେବ। ପ୍ରତିକାର- ତୁଲସୀ ମୂଳର ମାଟି ଚନ୍ଦନ ଧାରଣ କରନ୍ତୁ।

ମୀନ:-

ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ପୁରାତନ ଶତୃମାନେ ଦୂରେଇ ଯିବେ। ଉଚ୍ଚ-ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ବ୍ୟାଙ୍କ-ବାଲାନ୍ସ ମଧ୍ୟ ହେବ। ପାରିବାରିକ ପରିସ୍ଥିତି ବଦଳିଯିବ। ବନ୍ଧୁଙ୍କ ଆଗମନ ହେବ। ସାମାଜିକ ଦୈନିକ କାର୍ଯ୍ୟରେ ସମୟ ବିତେଇବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!