ଦୈନିକ ରାଶିଫଳ: ୧୫ ଡିସେମ୍ବର ୨୦୧୮।  ଆଜି ଏହି ରାଶି ଉପରେ ପ୍ରଶନ୍ନ ହୋଇଛନ୍ତି ଶନି ଦେବ, କରିବେ ସବୁ ଦୁଃଖ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ଡିସେମ୍ବର ୨୦୧୮

ମେଷ:-

ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଋଣ ଭାରରୁ ମୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ଛାତ୍ର-ଛାତ୍ରୀମାନଙ୍କୁ ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ।  ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ  ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ।  କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ।  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେବେ। ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକସ୍ଥିତି ସୁଧୁରି ଯିବ, କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଶାରୀରିକ କଷ୍ଟ ଦୂର ହେବ। ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତି  ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ ଓ ଯଶ ପ୍ରତିଷ୍ଠା ମିଳିବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର :  ଭିକାରୀକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ଜୟଲାଭ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ଜୀବନ ସାଥିଙ୍କ ସହଯୋଗରେ ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ରାଜନୀତିରେ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ସହ ପ୍ରଶଂସିତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ବହୁତ ଦିନରୁ ଚିନ୍ତା କରୁଥିବା କାର୍ଯ୍ୟ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି କରିବେ। ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ।  ପାରିବାରିକ ଜୀବନରେ ଶାନ୍ତି ଆସିବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ  ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତିହେବାର ଯୋଗ ଅଛି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ।  ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ପଦୋନ୍ନତି ହେବାର ସୂଚନା ପାଇବେ। ମହିଳାମାନେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବା ଫଳରେ କଷ୍ଟ ସ୍ଵୀକାର କରିବେ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହେବେ। ପରିବାରରେ ଅଶାନ୍ତି ଦେଖାଦେବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ।

କୁମ୍ଭ:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ  ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଛାତ୍ର-ଛାତ୍ରୀମାନେ ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦବିବାଦ, ମାଲିମୋକଦ୍ଦମାରେ ରାଜକୀୟ ସମ୍ମାନ ପାଇବେ। ପ୍ରତିକାର- ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!