ଆଜି କେମିତି ରହିବ ଆପଣଙ୍କ ଦିନ : ୧୫ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ମାର୍ଚ୍ଚ ୨୦୧୮

ମେଷ:-

ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ସମ୍ବନ୍ଧ ଓ ସମ୍ପର୍କରେ ଦାୟରା ବିସ୍ତୃତ ହେବ। ବ୍ୟାପାର ବା ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ପ୍ରତିକାର- ଗୃହ ଦେବା ଦେବୀଙ୍କ ପାଖରେ ଦୀପ ଜାଳନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଶତୃଙ୍କ ସହିତ ମୁକାବିଲା କରିପାରିବେ। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ମଧ୍ୟ ପରିବର୍ତ୍ତନ ହେବ। କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ। ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସିଲ କରିପାରିବେ। ପ୍ରତିକାର- କର୍ପୁର  ଚନ୍ଦନ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଯାତ୍ରା କରିବା ଦ୍ଵାରା ଭବିଷ୍ୟରେ ଧନ ଲାଭ ହେବାର ସମ୍ଭାବନା ଅଛି। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଏବଂ ପରିଶ୍ରମରେ ଲାଭ ଓ ସୁଖ ପ୍ରାପ୍ତି ହେବ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର- ଧର୍ମସ୍ଥାନକୁ ସଫା କରନ୍ତୁ।

କର୍କଟ:-

ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ। ଘନିଷ୍ଠ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିବ। ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

କନ୍ୟା:-

ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।  

ତୁଳା:-

ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ଅଧିନସ୍ଥ କର୍ମଚାରୀଙ୍କ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।    

ବିଛା:-

କଷ୍ଟ ଦୂର ହେବ। କୌଣସିଠାରୁ ଶୁଭ ସମାଚାର ବା ସନ୍ଦେଶ ପ୍ରାପ୍ତ ହେବ। ବିଦ୍ୟାର୍ଥୀମାନଙ୍କୁ ମଧ୍ୟ ଶୁଭ-ସୂଚନା ପ୍ରାପ୍ତ ହେବ। ପାରିବାରିକସ୍ଥିତି ବଦଳିବ। ଶେୟର୍ସ, ନିବେଶ ଆଦିରେ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଯଦି ପଥରକୁ ଛୁଇଁବ ତେବେ ତାହା ହୀରାରେ ପରିଣତ ହେବ।ପ୍ରତିକାର- ଧର୍ମସ୍ଥାନର ଫୁଲଗଛରେ ପାଣିଛିଞ୍ଚିବେ।

ଧନୁ:-

ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ, ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ । ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ମକର:-

ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ। ଘନିଷ୍ଠ ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। କାରବାରରେ ଲାଭ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରତିକାର- ଧର୍ମସ୍ଥାନକୁ ସଫା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ।  ଶାରୀରିକ ସ୍ଵାସ୍ଥ୍ୟରେ ଉନ୍ନତି ହେବ। କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହେବା ସମ୍ଭବ ଅଟେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ଜୁଆ ଓ ସଟ୍ଟେରେ ଭଲ ଲାଭ ହେବ। ଧନ ସମ୍ବନ୍ଧୀ ମାମଲାରେ ବୃଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ।  ରୋଜି-ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ। ଘରର କୌଣସି ନୂତନ ବସ୍ତୁ କ୍ରୟ କରିପାରିବେ। କୌଣସିଠାରୁ ଶୁଭ ସମାଚାର ବା ସନ୍ଦେଶ ଶୁଣି ମନ ଉତ୍ସୁକ ହେବ। ପ୍ରତିକାର- ଧର୍ମସ୍ଥାନର ଫୁଲଗଛରେ ପାଣିଛିଞ୍ଚିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!