ଆଜି କେମିତି ରହିବ ଆପଣଙ୍କ ଦିନ : ୧୬ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ମାର୍ଚ୍ଚ ୨୦୧୮

ମେଷ:-

କାମ-କାର୍ଯ୍ୟ ଓ ଚାକିରୀରେ ଉନ୍ନତି କରିବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ସେଫ୍ଟି ମେଜରମେଣ୍ଟର ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ। ପୁରାତନ ଶତୃମାନେ ଦୂରେଇ ଯିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଚାକିରୀକ୍ଷେତ୍ରରେ ନୂତନ ପଦୋନ୍ନତି ମିଳିବ। ଭୂମି ବା ଭବନ କ୍ରୟ କରିପାରିବେ। ବାଦ-ବିବାଦ ଦୂର ହେବ। ଦୂର ଯାତ୍ରା କରି ଲାଭବାନ ହେବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ। ଧର୍ମକାର୍ଯ୍ୟରେ ନିଯୋଜିତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗକରି ବାଣ୍ଟନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବିତେଇବେ। ଧନ ସମ୍ବନ୍ଧୀ ମାମଲାରେ ବୃଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ସଫଳ ମିଳିବ। କୌଣସି ପ୍ରୋଜେକ୍ଟ ଆରମ୍ଭ କରିବେ। ଆଧ୍ୟାତ୍ମିକ ଊର୍ଜାରେ ମନ ଓତ-ପ୍ରୋତ ରହିବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପ୍ରତିକାର- ଗୃହ ଦେବା ଦେବୀଙ୍କ ପାଖରେ ଦୀପ ଜାଳନ୍ତୁ।

କର୍କଟ:-

ଭବିଷ୍ୟ ଯୋଜନାରେ ଚିନ୍ତିତ ରହିବେ। ବେରୋଜଗାରଙ୍କୁ ରୋଜଗାର ମିଳିବାର ଉପଯୁକ୍ତ ସମୟ ଅଟେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ମିଳିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ସାମ, ଦାମ, ଦଣ୍ଡ, ଭେଦର ନୀତି କାମ ନେଇ ସେହି ମାମଲାକୁ ସମ୍ପନ୍ନ କରିବାକୁ ହେବ।  ପତ୍ନୀଙ୍କ ଭାଗ୍ୟରେ ଧନଧାନ୍ୟ ମିଳିବ। ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ।  

କନ୍ୟା:-

ସନ୍ତାନଙ୍କ ଚିନ୍ତା ଦୂର ହେବ। କାମ-କାର୍ଯ୍ୟରେ ସ୍ଥିତି ଆପଣଙ୍କ ପକ୍ଷରେ ରହିବ। ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ଲୋକମାନେ ଆପଣଙ୍କ ସଚ୍ଚଟ ଓ ସରଳତାଭାବ ଦେଖି ଫାଇଦା ଉଠେଇବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଧନ ଲାଭ ପ୍ରାପ୍ତ ହେବ। କାରବାର ଓ ବ୍ୟାପାରରେ ଉନ୍ନତି ହେବ। କାମ-କାର୍ଯ୍ୟ ପ୍ରତି ମନ ଲାଗିବ। କୌଣସି ନୂତନ କର୍ମ କରିପାରିବେ। କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।

ବିଛା:-

କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅନୁସନ୍ଧାନ, ଖୋଜିବା, ଶୋଧ ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ। ପରିବାର ମଧ୍ୟରେ ସମୟ ବିତେଇବେ। ସୁନ୍ଦର ବସ୍ତୁପ୍ରତି ଆକର୍ଷିତ ହେବେ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଚିନ୍ତା ବା ସମସ୍ୟା ଦୂର ହେବ। ଚାକିରିରେ ସ୍ଥାନାନ୍ତର ଭୟ ରହିଲେ ମଧ୍ୟ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।

ମକର:-

ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। ଯଶ କୀର୍ତ୍ତିରେ ଉନ୍ନତି ହେବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ରୋଜି-ରୋଜଗାରର ଉଚିତ୍ ଅବସର ମିଳିବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ। ପାରିବାରିକ ବାତାବରଣ ମଧ୍ୟ ପ୍ରତିକୂଳ ରହିବ। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରିବେ। ମାତା-ପିତାଙ୍କ ସ୍ଵାସ୍ଥ୍ୟରେ ଧୀରେ-ଧୀରେ ସୁଧାର ହେବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ନିଜର ବୁଦ୍ଧି ଓ ବିବେକ ଦ୍ଵାରା ସମସ୍ତ ସମସ୍ୟା ସମାଧାନ କରିପାରିବେ। ଆତ୍ମବିଶ୍ଵାସ ଓ ମନବଳ ଦ୍ଵାରା ବହୁତ ଆଗକୁ ବଢି ପାରିବେ। ଉଧାର ଦେଇଥିବା ଟଙ୍କା ମିଳିଯିବ। ଯେତେ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ଭଲ କାର୍ଯ୍ୟ କରି ତୁମର ଆକାଂକ୍ଷାକୁ ପୂର୍ଣ୍ଣ କରିପାରିବେ। ପ୍ରତିକାର-ତନ୍ଦୁରୁଟି ଗାଈକୁ ଖାଇବାକୁ ଦେବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!