ଦୈନିକ ପାଞ୍ଜି: ସେପ୍ଟେମ୍ବର ୧୬, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ସେପ୍ଟେମ୍ବର ୧୬, ୨୦୧୮

ମାସାନ୍ତ, ଶ୍ରୀ ଦୂର୍ଗା ଦେବୀଙ୍କ ଶୟନୋତ୍ସବ, ଖୁଦରଙ୍କୁଣି ଓଷା ୩ୟ ପାଳି

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟୋଦୟ  ପ୍ରାତଃ ଘଣ୍ଟା ୫।୩୪।୩୪ ସେକେଣ୍ଡ  ସୂର୍ଯ୍ୟାସ୍ତ ସଂଧ୍ୟା  ଘଣ୍ଟା ୫।୪୨।୧୨ ସେକେଣ୍ଡ

ଉଡ୍ରାବ୍ଦ ୧୪୨୫ସାଲ ସିଂହ ୩୧ ଦିନ ରାଷ୍ଟ୍ରିୟ ଭାଦ୍ରବ ୨୫ଦିନ ରବିବାର

ଆଜିର ପଞ୍ଚାଙ୍ଗ

ଚାନ୍ଦ୍ରମାନ ଭାଦ୍ରବମାସ ଶୁକ୍ଳପକ୍ଷ, ସପ୍ତମୀତିଥୀ ଦିବା ଘଣ୍ଟା ୩।୫୫।୨୮ ସେକେଣ୍ଡ

ଜ୍ୟେଷ୍ଠାନକ୍ଷତ୍ର ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ, ବିଛାଚନ୍ଦ୍ର ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ

ପ୍ରୀତିଯୋଗ ରାତ୍ର ଘଣ୍ଟା ୧୦।୫୭।୯ ସେକେଣ୍ଡ

ବାଣିଜ୍ୟକରଣ ଦିବା ଘଣ୍ଟା ୩।୫୫।୨୮ ସେକେଣ୍ଡ, ବିଷ୍ଟିକରଣ ରାତ୍ର ଘଣ୍ଟା ୪।୪୬।୧୪ ସେକେଣ୍ଡ

ରବ୍ୟଂଶଽ ୨୮।୫୯।୫, ସୂକ୍ଷ୍ମଚନ୍ଦ୍ର ରା୭।୧୮।୫।୦

ଦିନମାନ ଘଣ୍ଟା ୧୨।୭।୩୮ ସେକେଣ୍ଡ, ରାତ୍ରମାନ ଘଣ୍ଟା ୧୧।୫୨।୨୨ ସେକେଣ୍ଡ

<<Vastu>>> | <<< Jataka Bichara >>>

ଯୋଗିନୀବାସ

ବାୟବ୍ୟେ ଦିବା ଘଣ୍ଟା ୩।୫୫।୨୮ ସେକେଣ୍ଡ ଗତେ ଐଶାନ୍ୟେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ

ଦିବା ଘଣ୍ଟା ୩।୫୫।୨୮ ସେକେଣ୍ଡ ମଧ୍ୟେ ତାଳ ଓ ପରେ ନଡିଆ ନ ଖାଇଲେ ଭଲ।

ଶୁଭସମୟ-

ଅମୃତ ଦିବା ଘଣ୍ଟା ୬-୨୩ମିନିଟ୍ ରୁ ଘଣ୍ଟା ୯-୩୭ମିନିଟ୍, ରାତ୍ର ଘଣ୍ଟା ୭-୧୭ମିନିଟ୍ ରୁ ଘଣ୍ଟା ୮-୫୨ମିନିଟ୍‌, ମାହେନ୍ଦ୍ର ସୂର୍ଯ୍ୟୋଦୟରୁ ଘଣ୍ଟା ୬-୨୩ମିନିଟ୍, ଦିବା ଘଣ୍ଟା ୧୨-୫୧ମିନିଟ୍ ରୁ ଘଣ୍ଟା ୧-୩୯ମିନିଟ୍, ରାତ୍ର ଘଣ୍ଟା ୬-୩୦ମିନିଟ୍ ରୁ ଘଣ୍ଟା ୭-୧୭ ମିନିଟ୍, ରାତ୍ର ଘଣ୍ଟା ୧୨-୨ମିନିଟ୍ ରୁ ଘଣ୍ଟା ୩-୧୨ମିନିଟ୍।

ଚନ୍ଦ୍ରଶୁଦ୍ଧି

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର, କୁମ୍ଭ, ମୀନ ରାଶି ବ୍ୟକ୍ତିମାନଙ୍କର ଚନ୍ଦ୍ରଶୁଦ୍ଧି ଓ ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ ଗତେ ମେଷ, ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶି ବ୍ୟକ୍ତିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି

ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ ଗତେ ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର

ମେଷ ରାଶିର ଘାତବାର।

ରଜଶ୍ଚକ୍ର

ପ୍ରଥମ ରଜଦର୍ଶନେ ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ ମଧ୍ୟେ ଦଶମାସ ଗଣ୍ଡଦୋଷ, ଫଳ-ଭୟ ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ- ପୁତ୍ରବତୀ।

ସାମ୍ବତ୍ସରିକ ଶ୍ରାଦ୍ଧ

ଆଜି ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ

ଆଜି ମୃତବ୍ୟକ୍ତିର ଦ୍ୱିପାଦ ଦୋଷ ଓ ଦିବା ଘଣ୍ଟା ୩।୫୫।୨୮ ସେକେଣ୍ଡ ଗତେ ଏକପାଦ ଦୋଷ ଯୋଗେ କୃଷିନାଶ ହେବ ତେଣୁ ବାରପତ୍ର ଦିନ ମୂଲ୍ୟକଳ୍ପିତ ଭୂମିଦାନ ସହ ଶାନ୍ତି ହୋମ କରିବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୪।୧୩ମିନିଟ୍ ରୁ ଘଣ୍ଟା ୫।୪୪ମିନିଟ୍, ବାରବେଳା ଓ କାଳବେଳା- ଦିବା ଘଣ୍ଟା ୧୦।୯ମିନିଟ୍ ରୁ ଘଣ୍ଟା ୧।୧୧ମିନିଟ୍, କାଳରାତ୍ରି- ରାତ୍ର ଘଣ୍ଟା ୧।୯ମିନିଟ୍ ରୁ ଘଣ୍ଟା ୨।୩୯ମିନିଟ୍।

ସୂର୍ଯ୍ୟଉଦୟକାଳିନ ଗ୍ରହସ୍ଫୁଟ-

ରବି ରା୪।୨୮।୫୯।୫, ଚ୭।୧୮।୫।୦, ମ୯।୭।୦।୨୯, ବୁ୪।୨୪।୨୯।୨୫, ବୃ୬।୨୫।୨୦।୫୯, ଶୁ୬।୧୦।୧୪।୧୮, ଶ୮।୮।୨୯।୪୭, ରା୩।୧୦।୫୨।୩୭, କେ୯।୧୦।୫୨।୩୭।

ଉଦୟଲଗ୍ନ-

ରାତ୍ର ଘଣ୍ଟା ୩।୨୭ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ଘଣ୍ଟା ୫।୪୦ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ଘଣ୍ଟା ୭।୪୭ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ଘଣ୍ଟା ୯।୫୯ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ଘଣ୍ଟା ୧୨।୧୪ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ଘଣ୍ଟା ୨।୨୦ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ଘଣ୍ଟା ୪।୮ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ। ଘଣ୍ଟା ୫।୪୪ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ରାତ୍ରି ଘଣ୍ଟା ୭।୧୮ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ଘଣ୍ଟା ୯।୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ଘଣ୍ଟା ୧୧ଟା ରୁ ମିଥୁନ ଲଗ୍ନ ଆରମ୍ଭ। ଘଣ୍ଟା ୧।୧୩ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ରାତ୍ର ଘଣ୍ଟା ୩।୨୭ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟଉଦୟ ଠାରୁ ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ ମଧ୍ୟେ ଜ୍ୟୋଷ୍ଠାନକ୍ଷତ୍ର  ବିଛାରାଶି  ବୁଧମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୪।୫୫।୩୪ ସେକେଣ୍ଡ ପରେ ମୂଳାନକ୍ଷତ୍ର ଧନୁରାଶି କେତୁମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!