ଚନ୍ଦ୍ର ଦର୍ଶନ, ଛତ୍ରପତି ଶିବାଜୀ ଜୟନ୍ତୀ। ଆଜିର ପାଞ୍ଜି: ଅପ୍ରେଲ ୧୭, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୧୭, ୨୦୧୮

ଚନ୍ଦ୍ର ଦର୍ଶନ, ଛତ୍ରପତି ଶିବାଜୀ ଜୟନ୍ତୀ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମେଷ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୨୭|୪୨ସେ

ସୂର୍ଯ୍ୟାସ୍ତ ତୁଳା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୮|୨୫ସେ

ଉଡ୍ରାବ୍ଦ ୧୪୨୫ସାଲ ମେଷ ୪ ଦିନ ରାଷ୍ଟ୍ରିୟ ଚୈତ୍ରମାସ ୨୭ ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି ପ୍ରାତଃ ଘଣ୍ଟା ୫|୪୮|୪ସେକେଣ୍ଡ୍,

କ୍ଷୟ ଦ୍ଵିତୀୟାତିଥି ରାତ୍ର ଘଣ୍ଟା ୩|୪୭|୧୦ସେକେଣ୍ଡ୍,

ଦ୍ଵିଜା ନକ୍ଷତ୍ର ରାତ୍ର ଘଣ୍ଟା ୧|୫୭|୩୩ସେକେଣ୍ଡ୍, ମେଷଚନ୍ଦ୍ର ଅହୋରାତ୍ର,

ପ୍ରୀତିଯୋଗ ରାତ୍ର ଘଣ୍ଟା ୮|୭|୪୧ସେକେଣ୍ଡ୍,

ବବକରଣ ପ୍ରାତଃ ଘଣ୍ଟା ୫|୪୮|୯ସେକେଣ୍ଡ୍, ବାଳବକରଣ ଦିବା ଘଣ୍ଟା ୪|୫୦|୫ସେକେଣ୍ଡ୍,

କ୍ଷୟ କୌଳବକରଣ ରାତ୍ର ଘଣ୍ଟା ୩|୪୭|୧୦ସେକେଣ୍ଡ୍,

ରବ୍ୟଂଶଽ୨|୫୦|୧୨, ସୂକ୍ଷ୍ମଚନ୍ଦ୍ର ରାଶି ୦|୧୪|୩୮|୩୭,

ଦିନମାନ ଘଣ୍ଟା ୧୨|୩୦|୪୩ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୨୯|୨୭ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ପୂର୍ବେ ପ୍ରାତଃ ଘଣ୍ଟା ୫|୪୮|୪ସେକେଣ୍ଡ୍ ଗତେ ଉତ୍ତରେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ପ୍ରାତଃ ଘଣ୍ଟା ୫|୪୮|୪ସେକେଣ୍ଡ୍ ମଧ୍ୟେ ପାଣି କଖାରୁ ଓ ପରେ ବୋଇତି କଖାରୁ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସକାଳ ଘଣ୍ଟା ୭।୫୮ମିନିଟ୍ ରୁ ଘଣ୍ଟା ୧୦।୨୮ମିନିଟ୍, ଦିବା ଘଣ୍ଟା ୧୨।୫୮ ମିନିଟ୍ ରୁ ଘଣ୍ଟା ୨।୩୮ମିନିଟ୍, ଦିବା ଘଣ୍ଟା ୩।୨୮ ମିନିଟ୍ ରୁ ଘଣ୍ଟା ୫।୮ମିନିଟ୍,  ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୬।୪୪ ମିନିଟ୍,  ରାତ୍ର ଘଣ୍ଟା ୯।୨ ମିନିଟ୍ ରୁ ଘଣ୍ଟା ୧୧।୨୦ ମିନିଟ୍, ରାତ୍ର ଘଣ୍ଟା ୧।୩୮ ମିନିଟ୍ ରୁ ଘଣ୍ଟା ୩।୯ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା,  ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧|୫୭|୩୩ସେକେଣ୍ଡ୍ ଗତେ ଦ୍ଵିଜା, ରୋହିଣୀ, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ମେଷ ରାଶିର ଘାତଚନ୍ଦ୍ର । ମକର ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ସମ୍ବତ୍ସର ଗଣ୍ଡଦୋଷ ଓ ରଜଶ୍ଚକ୍ରେ ଲକ୍ଷ୍ମୀଯୁକ୍ତା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ଏବଂ ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ଦୋଷ  ନାହିଁ।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୨|୫୨ମିନିଟ୍ ରୁ ଘଣ୍ଟା ୪|୨୬ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୭|୪ମିନିଟ୍ ରୁ ଘଣ୍ଟା ୮|୩୮ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୧|୧୯ମିନିଟ୍ ରୁ ଘଣ୍ଟା ୨|୫୩ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୨୭ମିନିଟ୍ ରୁ ଘଣ୍ଟା ୮|୫୩ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୦।୨।୫୦।୧୨- ଚନ୍ଦ୍ରରାଶି-୦।୧୪।୩୮।୩୭-, ମଙ୍ଗଳରାଶି-୮|୨୨|୨୯|୨୭-, ବୁଧରାଶି-୧୧|୧୦|୪୭|୧୭-, ବୃହସ୍ପତିରାଶି-୬|୨୬|୫୫|୧୨-, ଶୁକ୍ରରାଶି-୦|୨୬|୩୧|୧୦-, ଶନିରାଶି-୮|୧୫|୧|୩୭-, ରାହୁରାଶି-୯|୧୭|୪୮|୧୦-, କେତୁରାଶି-୯|୧୭|୪୮|୧୦।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଆଜିରଲଗ୍ନ

ପ୍ରାତଃ ୫ଟା ୧୬ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୭ଟା ୨ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୯ଟା ୨ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୧ଟା ୧୪ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧ଟା ୨୮ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୩ଟା ୩୭ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୫ଟା ୪୫ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୭ଟା ୫୭ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୦ଟା ୧୧ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୨ଟା ୧୭ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୨ଟା ୬ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୩ ଟା ୪୨ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୫ଟା ୧୬ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।

ଶୁଭକର୍ମ-

ଆଜି ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!