ଦୈନିକ ରାଶିଫଳ: ୧୭ ଫେବୃୟାରୀ ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଏହି ସବୁ ରାଶିର ଆକସ୍ମିକ ଧନଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ଫେବୃୟାରୀ ୨୦୧୯

ମେଷ:-

ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟହୋଇ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ମୁହଁ ମିଠା କରି ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୁରୁ ଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ସମସ୍ୟା ଦୂର ହୋଇଯିବ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। ବିରୋଧିମାନେ ଦୂରେଇ ଯିବେ। ଦୂରଯାତ୍ରାରେ  ସଫଳତା ଓ ଲାଭପାଇବେ। ପ୍ରିୟଜନଙ୍କସହ ମିଳନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ  ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ନୂଆ ଯୋଜନାରେ ସଫଳହେବେ। ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ରାଜନୀତିରୁ କିଛି ନୂଆସୁଯୋଗ ଆସିବ ଓ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

ତୁଳା:-

ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ।  ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ। ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପାରିବାରିକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସଫଳତା ଅର୍ଜନ କରି ଭଲଲାଭ ପାଇବେ। ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଅର୍ଥଲାଭର ମାର୍ଗ ଖୋଲିଯିବ। ଶୁଭ ସମାଚାର ମିଳିବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ମହିଳାମାନଙ୍କର ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ମହିଳାମାନଙ୍କର ବ୍ୟବସାୟରେ ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!