ଆଜି କେମିତି ରହିବ ଆପଣଙ୍କ ଦିନ : ୧୭ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୭ ମାର୍ଚ୍ଚ ୨୦୧୮

ମେଷ:-

ଏକତ୍ରିତ ହୋଇ ପାରିବାରିକ ସମସ୍ୟା ସମାଧାନ କରିବେ। କାମ-କାର୍ଯ୍ୟର ସ୍ଥିତି ଦିନକୁ-ଦିନ ସୁଧାର ହେବ ତେଣୁ ମନ ବହୁତ ହର୍ଷିତ ପ୍ରସନ୍ନଚିତ୍ତ ରହିବ। ଜ୍ୟୋତିଷ, କଳା, ସଙ୍ଗୀତ, ଧର୍ମ ଓ  ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭୂମି, ଭବନ ଓ ବାହନ କ୍ରୟ କରିବେ କିନ୍ତୁ ଭୂମି କ୍ରୟ କରିଲା ବେଳେ ଆବଶ୍ୟକ କାଗଜପତ୍ର ଭଲରେ ଦେଖି ବୁଝି-ବିଚାରୀ ରଖିବେ। କାର୍ଯ୍ୟରେ ବାଧା ଆସିଲେ ମଧ୍ୟ କାର୍ଯ୍ୟ ପୂରଣ ହେବ। ସ୍ୱାସ୍ଥ୍ୟ ଅବନ୍ନତି ହେତୁ ମନ ବିଚଳିତ ହେବ ଓ ଚିନ୍ତାଗ୍ରସ୍ତ ରହିବେ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।  

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ପୂର୍ବରୁ ଅଟକିଥିବା କାର୍ଯ୍ୟରେ ମଧ୍ୟ ପରିଣାମ ପ୍ରତିଫଳ ହେବ। ଫଶିଯାଇଥିବା ଷଡଯନ୍ତ୍ର ବା ଚକ୍ରବ୍ୟୁହ ମଧ୍ୟରୁ ମୁକୁଳିବେ। ପତ୍ନୀଙ୍କ ଠାରୁ ସହଯୋଗ ମିଳିବ। ସ୍ୱାସ୍ଥ୍ୟରେ ସୁଧାର ହେବ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା ନ କରିଲେ ବହୁତ କ୍ଷତିରେ ପଡିବେ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।   

କର୍କଟ:-

ପ୍ରତ୍ୟେକ କାର୍ଯ୍ୟ ସାବଧାନତା ପୂର୍ବକ କରିବା ଉଚ୍ଚିତ୍। ଋଣ, ପୁଞ୍ଜି ଓ ନିବେଶ ସମ୍ବନ୍ଧ କାର୍ଯ୍ୟରେ ବ୍ୟସ୍ତ ରହିବେ। ନିଜର ଜରୁରୀ କାମ କରିବା ପାଇଁ ପ୍ରୟାସରତ ରହିବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।ପ୍ରତିକାର- ସୋରିଷତେଲର ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ମିଳିବ। ଉଚ୍ଚ ରାଜକୀୟ ଅଧିକାରୀଙ୍କ ସହିତ ଭେଟ ହେବ ଓ ନିଜର କାମ ସମ୍ପନ୍ନ କରିବେ। ଦାମ୍ପତ୍ୟ ସମ୍ବନ୍ଧୀୟ ମଧୁରତା ଆସିବ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରଯ ତ୍ନ ଶୀଳ ରହିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।  

କନ୍ୟା:-

ମାନସିକ ଶାନ୍ତି ମିଳିବ। ଶତୃମାନେ ଦୂରେଇଯିବେ। ବନ୍ଧୁ-ବାନ୍ଧବଙ୍କ ଠାରୁ କୌଣସି ଶୁଭ ସମାଚାର ଶୁଣିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ପ୍ରତିକାର- ୪ ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

ତୁଳା:-

କଷ୍ଟ ଓ ପରିଶ୍ରମର  ଦ୍ଵାରା ଲାଭ ମିଳିବ। କଷ୍ଟ ଓ ପରିଶ୍ରମର ଉଚିତ୍ ପୁରସ୍କାର ପ୍ରାପ୍ତ ହେବ। ପୁରାତନ ଶତୃମାନେ ଦୂରେଇଯିବେ। ପତ୍ନୀଙ୍କ ସହଯୋଗ ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।  

ବିଛା:-

ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବ। କାମରେ ମନ ଲାଗିବ। ଆଇନ-କାନୁନୀ ମାମଲାରେ କାହାର ନିର୍ଦ୍ଦେଶ ନେବେ, ଯାହାଫଳରେ କାମରେ ବିକାସ ହେବ। ମାନସିକଶାନ୍ତି ଅନୁଭବ କରିବେ। ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

ଧନୁ:-

ବହୁତ ଦିନର ଚିନ୍ତା ଦୂର ହେବ। ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି। ସମସ୍ୟାଗୁଡିକ ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ ହେବ ଓ କଷ୍ଟରୁ ମୁକ୍ତି ମିଳିବ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ପ୍ରତିକାର- ହରିଡା ଚନ୍ଦନ ଘୋରି ଧାରଣ କରନ୍ତୁ।  

ମକର:-

ମିତ୍ର-ସହଯୋଗୀଙ୍କ ସାହାଯ୍ୟରେ କେତେକ କଷ୍ଟ ସମସ୍ୟାରୁ ମୁକୁଳିବେ। ପରିବାର କୁଟୁମ୍ବରେ ସମୟ ଦେବେ। କିଛି ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ପ୍ରାପ୍ତ ହେବ। ଭବିଷ୍ୟ ଯୋଜନାରେ ଚିନ୍ତିତ ରହିବେ। ବେରୋଜଗାରଙ୍କୁ ରୋଜଗାର ମିଳିବାର ଉପଯୁକ୍ତ ସମୟ ଅଟେ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ରାଜକୀୟ କାର୍ଯ୍ୟରେ ସଫଳତା ମିଳିବ। କୌଣସି ଅତି ପ୍ରିୟ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀରେ ପଦୋନ୍ନତି ମିଳିବ ଓ ଯଶ, ମାନ-ସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ପ୍ରତିକାର- ଯଜ୍ଞଭସ୍ମ  ମସ୍ତକରେ ଧାରଣ କରନ୍ତୁ।

ମୀନ:-

କୋର୍ଟ-କଚେରୀ ମାମଲାରେ ବିଜୟ ହେବ। ମିତ୍ର ଓ ସମ୍ପର୍କୀୟଙ୍କ ଠାରୁ ବହୁତ ଲାଭ ମିଳିବ। ଶାରୀରିକ ସୁସ୍ଥ ରହିବ। ବ୍ୟାପାରରେ ବହୁତ ଭଲ ପରିଣାମ ହେବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର-ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!