ଆଜି କେମିତି ରହିବ ଆପଣଙ୍କ ଦିନ : ୧୮ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ଅପ୍ରେଲ ୨୦୧୮

ମେଷ:-

ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଭ୍ରମଣ କରିବାର ସୁଯୋଗ ଅଛି। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। କାର୍ଯ୍ୟ ଓ ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିବ। ପ୍ରତିକାର- ଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

କୌଣସି ବରିଷ୍ଠ ରାଜନେତା ବା ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ଋଣ ଭରଣାରେ କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।      

କର୍କଟ:-

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। ଶତୃଙ୍କଠାରୁ ଦୂରେଇ ନରହିଲେ ମନସ୍ତାପ ବଢିଯିବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପ୍ରେରଣା ଓ ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ପ୍ରତିକାର:- ଗୋମାତାର ସେବାକରି ଖାଇବାକୁଦେବା ଆବଶ୍ୟକ।  

ବିଛା:-

ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ରୋଜି-ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ। ପ୍ରତିକାର-କୌଣସି କନ୍ୟାକୁ ମିଠା ଖାଇବାକୁ ଦେବେ।

ଧନୁ:-

ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ-ବିବାହ, ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:-

ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଚାକିରିଜୀବୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା କୋର୍ଟ କଚେରୀ ମାମଲାରେ ଫସିଯାଇ ପାରନ୍ତି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ମୀନ:-

କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ତେଲର ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!