ଆଜି କେମିତି ରହିବ ଆପଣଙ୍କ ଦିନ : ୧୮ ମଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୮ ମଇ ୨୦୧୮

ମେଷ-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର-ଅନ୍ଧ ଭିକାରୀକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ। କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

କର୍କଟ

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି, ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ, ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ।

କନ୍ୟା-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ।

ତୁଳା-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବଜାୟ ରହିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ବିଛା-

ପାରିବାରିକ କ୍ଷେତ୍ରରେ ସମାଲୋଚନାର  ଶରବ୍ୟ ହେବେ ଓ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇବାର ଆଶଙ୍କାବି ରହିଛି। ନିରୂତ୍ସାହିତର ଅଧୀନ ହୋଇ ଅବଶୋଷ ପୀଡିତ ହେବା ସାଧାରଣ କଥା। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ-

ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିଯୋଗିତାରେ ବିଜୟୀ ହେବେ।ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ପ୍ରତିକାର-ଗାଈକୁ ସଦ୍ୟ କଞ୍ଚାଘାସ  ଖୁଆନ୍ତୁ।  

ମକର-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମହେବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟିଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଭୟ ସତ୍ତ୍ୱେ ଜୟହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନାନା ସମସ୍ୟାର ସମାଧାନହେବ। ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।  

ମୀନ-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । ଦେହମନରେ ପୀଡା ବୃଦ୍ଧିପାଇବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!