ଧନୁ ରାଶିର ଘାତଚନ୍ଦ୍ର। ମିଥୁନ ରାଶିର ଘାତବାର। ଆଜିର ପାଞ୍ଜି: ମାର୍ଚ୍ଚ ୧୯, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମାର୍ଚ୍ଚ ୧୯, ୨୦୧୮

ସୂର୍ଯ୍ୟଉଦୟ ମୀନ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୫୨|୪ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ କନ୍ୟା ଦ୫|୧୩|୨୨  ଇଂ ସଂଧ୍ୟା ଘ ୫|୫୦|୨୯ସେ

ଉଡ୍ରାବ୍ଦ ୧୪୨୫ସାଲ ମୀନ ୫ଦିନ ରାଷ୍ଟ୍ରିୟ ଫାଲଗୁନମାସ ୨୮ଦିନ ସୋମବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ଚୈତ୍ରମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି ସଂଧ୍ୟା ଘଣ୍ଟା ୫।୫୪।୧ସେକେଣ୍ଡ୍,

ରେବତୀ ନକ୍ଷତ୍ର ରାତ୍ର ଘଣ୍ଟା ୮।୯ମିନିଟ୍  ମୀନଚନ୍ଦ୍ର ରାତ୍ର ଘଣ୍ଟା ୮।୯ମିନିଟ୍

ବ୍ରହ୍ମଯୋଗ ସଂଧ୍ୟା ଘଣ୍ଟା ୫।୩୮।୪୦ସେକେଣ୍ଡ୍,

ବାଳବକରଣ ସକାଳ ଘଣ୍ଟା ୬।୧୬।୩୯ସେକେଣ୍ଡ୍, କୌଳବକରଣ ସଂଧ୍ୟା ଘଣ୍ଟା ୫।୫୪।୧ସେକେଣ୍ଡ୍,

କ୍ଷୟ ତୈତିଳକରଣ ନିଶାନ୍ତ ଘଣ୍ଟା ୫।୨୪।୨୯ସେକେଣ୍ଡ୍,

ରବ୍ୟଂଶଽ୪।୧୪।୫୮, ସୂକ୍ଷ୍ମଚନ୍ଦ୍ର ରାଶି ୧୧।୨୨।୧।୫୦,

ଦିନମାନ ଘଣ୍ଟା ୧୧।୫୮।୨୪ସେକେଣ୍ଡ୍, ନିଶାମାନ ଘଣ୍ଟା ୧୨।୧।୩୬ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଉତ୍ତରେ ସଂଧ୍ୟା ଘଣ୍ଟା ୫।୫୪।୧ସେକେଣ୍ଡ୍ ଗତେ ଅଗ୍ନିକୋଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସଂଧ୍ୟା ଘଣ୍ଟା ୫।୫୪।୧ସେକେଣ୍ଡ୍ ମଧ୍ୟେ ବୋଇତି କଖାରୁ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୨୮ମିନିଟ୍, ଦିବା ଘଣ୍ଟା ୧୦।୩୯ମିନିଟ୍ ରୁ ଘଣ୍ଟା ୧।୩ମିନିଟ୍, ସଂଧ୍ୟା ଘଣ୍ଟା ୬।୩୮ମିନିଟ୍ ରୁ ଘଣ୍ଟା ୯।୩ମିନିଟ୍, ରାତ୍ର ଘଣ୍ଟା ୧୧।୨୭ମିନିଟ୍ ରୁ ଘଣ୍ଟା ୨।୩୯ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଘଣ୍ଟା ୩।୨୬ମିନିଟ୍ ରୁ ଘଣ୍ଟା ୫।୨ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର, କୁମ୍ଭ, ମୀନ ନକ୍ଷତ୍ରମାନଙ୍କର ଚନ୍ଦ୍ରଶୁଦ୍ଧି ଓ ରାତ୍ର ଘଣ୍ଟା ୮।୯ମିନିଟ୍  ଗତେ ମେଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା, ବିଛା, ଧନୁ, କୁମ୍ଭ, ମୀନ ନକ୍ଷତ୍ରମାନଙ୍କର ଚନ୍ଦ୍ରଶୁଦ୍ଧି।  

ତାରାଶୁଦ୍ଧି –

ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୮।୯ମିନିଟ୍  ଗତେ ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ଧନୁ ରାଶିର ଘାତଚନ୍ଦ୍ର। ମିଥୁନ ରାଶିର ଘାତବାର।  

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ଓ ରଜଶ୍ଚକ୍ରେ ସର୍ବଗୁଣସମ୍ପନ୍ନା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ସଂଧ୍ୟା ଘଣ୍ଟା ୫।୫୪।୧ସେକେଣ୍ଡ୍ ମଧ୍ୟେ ଏକପାଦ ତିଥିଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍। 

ଅଶୁଭସମୟ-

ରାହୁକାଳ- ସକାଳ ଘଣ୍ଟା ୭|୨୪ମିନିଟ୍ ରୁ ଘଣ୍ଟା ୮|୫୩ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୨|୫୩ମିନିଟ୍ ରୁ ଘଣ୍ଟା ୪|୨୩ମିନିଟ୍ ମଧ୍ୟେ। କାଳବେଳା- ସକାଳ ଘଣ୍ଟା ୭|୨୪ମିନିଟ୍ ରୁ ଘଣ୍ଟା ୮|୫୪ମିନିଟ୍ ମଧ୍ୟେ।  କାଳରାତ୍ରି- ରାତ୍ରି ଘଣ୍ଟା ୧୦|୨୩ମିନିଟ୍ ରୁ ଘଣ୍ଟା ୧୧|୫୩ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-

ରବିରାଶି-୧୧।୪।୧୪।୫୮-୨୬/୧୨, ଚନ୍ଦ୍ରରାଶି-୧୧।୨୨।୧।୫୦-୨୭/୧୨, ମଙ୍ଗଳରାଶି-୮|୬|୪୦|୨୭-୧୯/୯, ବୁଧରାଶି-୧୧|୨୧|୪୩|୫୯-୨୭/୧୨, ବୃହସ୍ପତିରାଶି-୬|୨୮|୫୯|୨୨-୧୬/୭, ଶୁକ୍ରରାଶି-୧୧|୨୦|୫୦|୩୭-୨୭/୧୨, ଶନିରାଶି-୮|୧୪|୧୭|୪୭-୨୦/୯, ରାହୁରାଶି-୩|୨୦|୧୧|୧୯-୯/୪, କେତୁରାଶି-୯|୨୦|୧୧|୧୯-୨୨/୧୦।

ଆଜିରଲଗ୍ନ

ପ୍ରାତଃ ୫ ଟା ୩୬ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୭ଟା ୧୩ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।୮ଟା ୫୬ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୧୦ଟା ୫୬ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧ଟା ୮ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୩ଟା ୨୨ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୫ଟା ୩୧ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୭ଟା ୩୯ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୯ଟା ୫୧ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୧୨ଟା ୫ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୨ଟା ୧୧ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ରୁ କୁମ୍ଭ ଲଗ୍ନ ଆରମ୍ଭ । ୫ ଟା ୩୬ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ବ୍ରତୋପନୟନ, ଅଳଙ୍କାରଧାରଣ, ନବବସ୍ତ୍ର ପରିଧାନ, ନାମକରଣ, କର୍ଣ୍ଣବେଧ, ଯାନକ୍ରୟ ଓ ଆରୋହଣ, ଋଣଦାନ ଓ ଗ୍ରହଣ, କ୍ରୟବିକ୍ରୟ, ବାଣିଜ୍ୟକରଣ, ନୌକାନିର୍ମାଣ, ନବାନ୍ନଭକ୍ଷଣ, ଦେବତାଗଠନ ଓ ଦେବତାପ୍ରତିଷ୍ଠା, ଦିକ୍ଷାଗ୍ରହଣ, ଔଷଧ କରଣ ଓ ସେବନ, ଧାନ୍ୟସ୍ଥାପନ, କୋର୍ଟବିବାହ,  ଆରୋଗ୍ୟସ୍ନାନ, ଭୂମିପୂଜନ, ବିହନବୁଣା, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର, ଆରମ୍ଭ କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୮।୯ମିନିଟ୍  ମଧ୍ୟେ ରେବତୀ ନକ୍ଷତ୍ର ମୀନରାଶି ଓ ବୁଧ ମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ରାତ୍ର ଘଣ୍ଟା ୮।୯ମିନିଟ୍  ପରେ ଅଶ୍ଵିନୀ ନକ୍ଷତ୍ର ମେଷ ରାଶି ଓ କେତୁ ମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ।  ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!