ଆଜି କେମିତି ରହିବ ଆପଣଙ୍କ ଦିନ : ୨ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨ ଅପ୍ରେଲ ୨୦୧୮

ମେଷ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ।  ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ। ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର:-ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। କର୍ମ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବିଛା:-

ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର- ଗାଈକୁ ସଦ୍ୟ ଘାସ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର- ମାଙ୍କଡକୁ କଦଳୀ ଖାଇବାକୁ ଦିଅନ୍ତ।

ମୀନ:-

ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତ-ଶ୍ରାନ୍ତ ହେବେ। ମାଲିମୋକଦ୍ଦମାରେ ପଶିଲେ ଅପଦସ୍ତ ହେବା ସାର ହେବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ କମିଯିବ। ପ୍ରତିକାର- ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!