ଆଜି କେମିତି ରହିବ ଆପଣଙ୍କ ଦିନ : ୨୦ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୦ ମାର୍ଚ୍ଚ ୨୦୧୮

ମେଷ:-

ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ଆନ୍ତରିକଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। ମାନସିକଶାନ୍ତି ଅନୁଭବ କରିବେ। ଡାକଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି।  ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମ ବା ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି କଷ୍ଟ ଅନୁଭବ କରିବେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ନୂତନବନ୍ଧୁଙ୍କ ଆଗମନ ହେବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ। କାମ-କାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ନୂଆ ଲକ୍ଷ ନିର୍ଦ୍ଧାରିତ କରି ତାହାର ପ୍ରାପ୍ତି ପାଇଁ ପ୍ରସନ୍ନଶୀଳ ରହିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ବ୍ୟବସାଇକ ଯାତ୍ରା କରିବା ଦ୍ଵାରା ଭବିଷ୍ୟରେ ଧନ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କର୍କଟ:-

ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ। ପୈତୃକ ସମ୍ପତ୍ତି  ସମ୍ବନ୍ଧୀୟ ମାମଲା ସମସ୍ୟା ଦୂର ହେବ।  ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ପ୍ରତିକାର-ତନ୍ଦୁରୁଟି ଗାଈକୁ ଖାଇବାକୁ ଦେବେ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ନୈତିକତା ହିସାବରୁ ଆପଣ ବହୁତ ଉଚ୍ଚପଦରେ ରହିବେ। ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରିପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ପ୍ରତିକାର- ସୋରିଷତେଲର ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଚାକିରିରେ ସ୍ଥାନାନ୍ତର ଭୟ ରହିବ। ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ। ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ  ସଫଳ ହେବ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ନୂଆ କ୍ୟାରିୟର ଆରମ୍ଭ କରିପାରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ତୁଳା:-

ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆଧ୍ୟାତ୍ମିକ ଓ ବୌଦ୍ଧିକ ଉଚ୍ଚତା ପ୍ରାପ୍ତ କରିବେ। ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ବିଛା:-

ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ। କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ। ଅଚାନକ ପରିଣାମରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ମାନସିକତାରେ ପରିବର୍ତ୍ତନ ହେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

ଧନୁ:-

ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ବହୁତ ପଇସା ଇନକମ୍ କରିବେ। କାମ-କାର୍ଯ୍ୟରେ ଗମ୍ଭୀରତାରେ ଧ୍ୟାନ ଦେବେ। କର୍ମ କ୍ଷେତ୍ରରେ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି। ଭଲ ଚାକିରୀ ମଧ୍ୟ ମିଳିବ। ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।

ମକର:-

ବିଦ୍ୟାର୍ଥୀମାନଙ୍କୁ ଶୁଭ-ସୂଚନା ପ୍ରାପ୍ତ ହେବ। ଚାକିରୀକ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ଶୁଭ ସମାଚାର ପାଇ ଖୁସିହେବେ। ଜଗିରଖି କଥାବାର୍ତ୍ତା କରିଲେ ପାରିବାରିକସ୍ଥିତି ବଦଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବ। ଦୂରଯାତ୍ରା କରିଲେ ବହୁତ ଭଲ ହେବ ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ। ପ୍ରତିକାର:- ସାପଗାତ ପାଖରେ କ୍ଷୀର ରଖନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ:-

ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିକାର:- ଗୋମାତାଙ୍କୁ  ଖାଦ୍ୟ ଦିଅନ୍ତୁ।

ମୀନ:-

ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ। ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇପାରନ୍ତି। ଶତୃ ଓ ବିରୋଧୀମାନେ ଦୂରେଇଯିବେ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!