ଆଜିର ପାଞ୍ଜି: ମଇ ୨୦, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମଇ ୨୦, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୯|୪୨ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ      ସଂଧ୍ୟା ଘ ୬|୧୦|୧୨ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୬ ଦିନ ରାଷ୍ଟ୍ରିୟ ବୈଶାଖମାସ ୩୦ ଦିନ ରବିବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ରାତ୍ର ଘଣ୍ଟା ୧୨|୧୮|୫୪ସେକେଣ୍ଡ୍

ପୁଷ୍ୟାନକ୍ଷତ୍ର ରାତ୍ର ଘଣ୍ଟା ୧୦|୪୫|୧୦ସେକେଣ୍ଡ୍, କର୍କଟଚନ୍ଦ୍ର ଅହୋରାତ୍ର,

ଗଣ୍ଡଯୋଗ ସକାଳ ଘଣ୍ଟା ୮|୪୭|୫୯ସେକେଣ୍ଡ୍,

କୌଳବକରଣ ଦିବା ଘଣ୍ଟା ୧|୨୯|୩୯ସେକେଣ୍ଡ୍, ତୈତିଳକରଣ ରାତ୍ର ଘଣ୍ଟା ୧୨|୧୮|୫୪ସେକେଣ୍ଡ୍,

ରବ୍ୟଂଶଽ୪|୫୦|୧, ସୂକ୍ଷ୍ମଚନ୍ଦ୍ର ରାଶି ୩|୬|୧୦|୨୬,

ଦିନମାନ ଘଣ୍ଟା ୧୩|୦|୩୦ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୯|୩୦ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଦକ୍ଷିଣେ ରାତ୍ର ଘଣ୍ଟା ୧୨|୧୮|୫୪ସେକେଣ୍ଡ୍ ଗତେ ବାୟବ୍ୟେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୧୨|୧୮|୫୪ସେକେଣ୍ଡ୍ ମଧ୍ୟେ ନିମ୍ବ ଓ ପରେ ତାଳ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା-ସକାଳ ଘଣ୍ଟା ୬।୫୩ ମିନିଟ୍ ରୁ ଘଣ୍ଟା ୯।୩୦ ମିନିଟ୍, ଦିବା ଘଣ୍ଟା ୧୨।୬ ମିନିଟ୍ ରୁ ଘଣ୍ଟା ୨।୪୨ ମିନିଟ୍,  ସୂର୍ଯ୍ୟାସ୍ତଠାରୁ ସଂଧ୍ୟା ଘଣ୍ଟା ୭।୩୯ମିନିଟ୍, ରାତ୍ର ଘଣ୍ଟା ୧୦।୩୪ ମିନିଟ୍ ରୁ ଘଣ୍ଟା ୧୨।୪୬ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୪।୨୭ ମିନିଟ୍ ରୁ ଘଣ୍ଟା ୫।୧୯ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର,  କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୧୦|୪୫|୧୦ସେକେଣ୍ଡ୍ ଗତେ ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ମେଷ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ରାତ୍ର ଘଣ୍ଟା ୧୦|୪୫|୧୦ସେକେଣ୍ଡ୍ ପରେ ପାତାଳ ଗଣ୍ଡଦୋଷ, ଫଳ-ସୁତହାନୀ ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ ବନ୍ଧ୍ୟା ଯୋଗେ ପ୍ରତିକାର କରଣୀୟ।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ବାରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୪|୩୪ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୬|୧୨ ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୧୦|୫ ମିନିଟ୍ ରୁ ଘଣ୍ଟା ୧୧|୪୨ ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୧୧|୪୨ ମିନିଟ୍ ରୁ ଘଣ୍ଟା ୧|୨୦ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧|୪ମିନିଟ୍ ରୁ ପ୍ରାତଃ ଘଣ୍ଟା ୨|୨୭ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୪।୫୦।୧-, ଚନ୍ଦ୍ରରାଶି-୩।୬।୧୦।୨୬-,  ମଙ୍ଗଳରାଶି-୯|୭|୨୧|୪୪-,

ବୁଧରାଶି-୦|୧୬|୩୩|୧୬-, ବୃହସ୍ପତିରାଶି-୬|୨୨|୫୩|୩୦-, ଶୁକ୍ରରାଶି-୨|୬|୨୫|୨୬-,

ଶନିରାଶି-୮|୧୪|୧୩|୪୫-, ରାହୁରାଶି-୯|୧୪|୧୭|୧-, କେତୁରାଶି-୯|୧୪|୧୭|୧-।

ଆଜିରଲଗ୍ନ

ନିଶାନ୍ତ ୪ଟା ୪୯ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୬ଟା ୫୨ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୯ଟା ୫ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୧ଟା ୧୯ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧ଟା ୨୭ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୩ଟା ୩୫ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୫ଟା ୪୭ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୮ଟା ୨ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୦ଟା ୭ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୫୬ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧ ଟା ୩୨ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୩ଟା ୬ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ୪୯ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ଋଣଦାନ ଓ ଗ୍ରହଣ, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର କରିପାରିବେ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୧୦|୪୫|୧୦ସେକେଣ୍ଡ୍ ମଧ୍ୟେ ପୁଷ୍ୟାନକ୍ଷତ୍ର କର୍କଟରାଶି ଶନିମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୧୦|୪୫|୧୦ସେକେଣ୍ଡ୍ ପରେ ଅଶ୍ଳେଷାନକ୍ଷତ୍ର କର୍କଟରାଶି ବୁଧମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଗ୍ରହସ୍ଫୁଟ ଓ ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!