ଦୈନିକ ରାଶିଫଳ: ୨୦ ମଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହିସବୁ ରାଶିର ବ୍ୟକ୍ତିଙ୍କୁ ଆକସ୍ମିକ ଧନଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ପାରିବାରିକ ସ୍ଥିତି ସୁଧିରିଯିବ ଓ ଆର୍ଥିକ ଉନ୍ନତି ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। ମହିଳାମାନେ କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଏବଂ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। କର୍ମକ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!