ଆଜି କେମିତି ରହିବ ଆପଣଙ୍କ ଦିନ : ୨୨ ଫେବୃୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଫେବୃୟାରୀ ୨୦୧୮

ମେଷ –

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ। 

କର୍କଟ-

କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ। ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ। ପରିବାରରେ ଆନନ୍ଦର ଲହରୀ ଖେଳିଯିବ। ବ୍ୟବସାୟରେ ଲାଭବାନ ହେବେ। ମନବଳ ଦୃଢିଭୁତ ହେବ। ଅଟକିଥିବା କାର୍ଯ୍ୟଗୁଡିକ ସହଜରେ ପୂରଣ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ପରିଶ୍ରମ କରି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ପାରିବେ। ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ। ଆୟ ମଧ୍ୟ ଉତ୍ତମ ରହିବ। ଆବଶ୍ୟକସ୍ଥଳେ ସହଯୋଗ ମଧ୍ୟ ପାଇବେ। ନୂତନକର୍ମ ଆରମ୍ଭ କଲେ ସଫଳ ହେବେ। ମନକଥା ମନରେ ରଖୀ ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର-ପିଲାଙ୍କୁ ଚକୋଲେଟ ଖାଇବାକୁ ଦିଅନ୍ତୁ।

କନ୍ୟା-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ପାରିବାରିକ ପରିସ୍ଥିତି ଠିକ୍ ରହିବନାହିଁ। ମହିଳାମାନେ ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପ୍ରତିକାର- କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ।

ଆହୁରି ପଢନ୍ତୁ: ଦିନଟି ଭଲରେ କଟିବାପାଇଁ କରନ୍ତୁ ଏହି ପାଞ୍ଚୋଟି କାମ।

ତୁଳା-

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ। ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ। ମହିଳାମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ବିଛା-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଯେତେ ଜଟିଳ ଥିଲେମଧ୍ୟ ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରିପାରିବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର- ସୋରିଷତେଲ ପରଟା କୁକୁରକୁ ଖାଇବାକୁ ଦିଅନ୍ତୁ। 

ଆହୁରି ପଢନ୍ତୁ: ଏହି ପାଞ୍ଚୋଟି ଉପାୟ ଦୂର କରିପାରେ ଘରେ ବା ବ୍ୟବସାୟ କ୍ଷେତ୍ରରେ ଅର୍ଥାଭାବ ।

ଧନୁ-

କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।  

ମକର-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପରିଚିତ ଲୋକଙ୍କଠାରୁ ଲାଭ ପାଇବେ। ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ।  ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଯାତ୍ରାର କାର୍ଯ୍ୟକ୍ରମ ବଦଳି ଯିବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପାରିବାରିକସ୍ଥିତି ମଧ୍ୟ ସୁଧୁରି ଯିବ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦେବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!