ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ଆଜି କେମିତି ରହିବ ଆପଣଙ୍କ ଦିନ : ୨୨ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ଜାନୁୟାରୀ ୨୦୧୮

ମେଷ:-

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କସ୍ଥାପନ ହେବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳତା ଅର୍ଜନ କରିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

ବୃଷ:-

ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ:-

ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁଲ୍ଲ ରହିବ। ପନିପରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ। ପ୍ରତିକାର-ଉପହାର ସ୍ୱରୂପ ଲାଲରଙ୍ଗର ବସ୍ତୁକୁ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-

ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ବ୍ୟବସାୟରେ ଆର୍ଥିକ ସାହାଯ୍ୟ ମିଳିବ। ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ  ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ସିଂହ:-

ଦୀର୍ଘ ପଥ ଭ୍ରମଣ ଯୋଗୁ କ୍ଳାନ୍ତି ଓ ଅବସାଦ ଦେଖାଦେବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦିଲଡୁ ଭୋଗ କରି ବାଣ୍ଟିଦିଅନ୍ତୁ।

କନ୍ୟା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ମହିଳାମାନଙ୍କ ମାନସିକସ୍ଥିତି ଭଲ ରହିବ। ପରୀକ୍ଷା ପ୍ରତିଯୋଗୀତାରେ ସଫଳତା ମିଳିବ। ଅନାଦେୟ ଧନ ପ୍ରାପ୍ତି ହେବ। ପ୍ରତିକାର-ସକାଳେ ଧର୍ମସ୍ଥାନକୁ ସଫା କରନ୍ତୁ।

ତୁଳା:-

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ମହିଳାମାନେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରତିକାର-କୌଣସି କନ୍ୟାକୁ ଧଳାମିଠା ଖାଇବାକୁ ଦେବେ।

ବିଛା:-

ସହକର୍ମୀଙ୍କ ବ୍ୟାପାରରେ ମୁଣ୍ଡ ପୂରାଇଲେ ନିଜେ ଅସୁବିଧାରେ ପଡିବେ। ମହିଳାମାନେ ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରିବେ। ଫସଲ ଆମଦାନୀରେ ମନ ଖୁସୀ ରହିବ। ପ୍ରତିକାର-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଧନୁ:-

ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ। ରାଜନୀତିରେ ବଦନାମ୍ ହେବେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ନାହିଁ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମକର:-

କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। କୋର୍ଟ କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ବ୍ୟସ୍ତତା ବଢିଯିବ। ପ୍ରତିକାର-ତନ୍ଦୁରୁଟି ତିଆରି କରି ଗାଈକୁ ଖାଇବାକୁ ଦେବେ।

ମୀନ:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା  ବାଣିଜ୍ୟ ବ୍ୟବସାୟ ଓ ଅନ୍ୟ କାର୍ଯ୍ୟ ଗୁଡିକ ଲାଭଦାୟକ ହେବ। ଦୂରଯାତ୍ରାରେ ସଫଳତା ମିଳିବ। କର୍ତ୍ତୁତ୍ଵ ଜାରି ରଖିଲେ ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!