ସାପ୍ତାହିକ ରାଶିଫଳ: ୨୨ ଜୁଲାଇ ରୁ ୨୮ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର ଆକସ୍ମିକ ଧନ ଲାଭ ହେବାର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକବିଷାଦ ଦୂରହେବ, ଦାମ୍ପତ୍ୟକଳହର ଅବସାନ ହେବ। ବକେୟା ଅର୍ଥ କିଛି ମିଳିବ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭମିଳିବ। କରଜରମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ମାନସମ୍ମାନ ବୃଦ୍ଧିହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ପାରିବାରିକକ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମନର ଅଶାନ୍ତି ଅସନ୍ତୋଷ ଦୂରହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ଆୟ ଉପାର୍ଜନରେ ବାଧାନାହିଁ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଅଚାନକ ଧନପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। ପୁରାତନ ରୋଗର ଉପଶମ ହୋଇଯିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆୟରସ୍ରୋତ ଖୋଲିଯିବ ଓ ଆୟବୃଦ୍ଧି ପାଇବ। ପୁରାତନ ରୋଗର ଉପଶମ ହୋଇଯିବ। ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ।କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭପାଇବେ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ଚାକିରୀଜୀବିମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଚାକିରୀ ଜୀବିମାନେ, ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ। ମହିଳାମାନେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ମହିଳାମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଚାକିରୀଜୀବିମାନେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ଛାତ୍ର-ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ, ବନ୍ଧୁ-ବାନ୍ଧବ ପ୍ରିୟ, ଗୁରୁଦେବତାରେ ଭକ୍ତି ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବ। ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ। ଶରୀର ସୁସ୍ଥ ରହିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ, ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ଶରୀର ସୁସ୍ଥ ରହିବ। ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତି ହେବ। କର୍ମସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟରେ ଭଲ ଲାଭ ହେବ। ସରକାରୀ କର୍ମଚାରୀଙ୍କ ପାଇଁ ଭଲ ସମୟ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ।  ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ।  କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ସେୟାରବଜାର, ଜୁଆ, ଲଟେରୀ, ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, କୋଳଥ, ଖାଦ୍ୟଦ୍ରବ୍ୟ, ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି ରହିବ। ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!