ଆଜି କେମିତି ରହିବ ଆପଣଙ୍କ ଦିନ : ୨୨ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୨ ମାର୍ଚ୍ଚ ୨୦୧୮

ମେଷ-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ମିଥୁନ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପରେ। ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ –

ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ। ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ  ଆଶାତୀତ ଲାଭ ପାଇବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।  

ତୁଳା-

ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ଚଣାଡାଲି ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ। 

ଧନୁ-

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ୧୧ଜଣ ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

କୁମ୍ଭ-

ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ମହିଳାମାନେ ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
ଦୈନିକ ରାଶିଫଳ WhatsApp ରେ ପାଆନ୍ତୁ