ଆଜିର ପାଞ୍ଜି: ମଇ ୨୨, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ମଇ ୨୨, ୨୦୧୮

ସୂର୍ଯ୍ୟଉଦୟ  ପ୍ରାତଃ ଘ ୫|୯|୧୦ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ      ସଂଧ୍ୟା ଘ ୬|୧୧|୧ସେ

ଉଡ୍ରାବ୍ଦ ୧୪୨୫ସାଲ ବୃଷ ୮ ଦିନ ରାଷ୍ଟ୍ରିୟ ଜ୍ୟେଷ୍ଠମାସ ୧ ଦିନ ମଙ୍ଗଳବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ମଳ ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି ରାତ୍ର ଘଣ୍ଟା ୮|୩୧|୪୧ସେକେଣ୍ଡ୍

ମଘାନକ୍ଷତ୍ର ରାତ୍ର ଘଣ୍ଟା ୮|୨୮|୨୩ସେକେଣ୍ଡ୍, ସିଂହଚନ୍ଦ୍ର ଅହୋରାତ୍ର,

ବ୍ୟାଘାତଯୋଗ ରାତ୍ର ଘଣ୍ଟା ୧୨|୪୫|୪୭ସେକେଣ୍ଡ୍,

ବିଷ୍ଟିକରଣ ସକାଳ ଘଣ୍ଟା ୯|୧୯|୫୧ସେକେଣ୍ଡ୍, ବବକରଣ ରାତ୍ର ଘଣ୍ଟା ୮|୩୧|୪୧ସେକେଣ୍ଡ୍,

ରବ୍ୟଂଶଽ୬|୪୫|୨୭, ସୂକ୍ଷ୍ମଚନ୍ଦ୍ର ରାଶି ୪|୪|୨୯|୪୯,

ଦିନମାନ ଘଣ୍ଟା ୧୩|୧|୫୧ସେକେଣ୍ଡ୍, ନିଶାମାନ ଘଣ୍ଟା ୧୦|୫୮|୯ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଐଶାନ୍ୟେ ରାତ୍ର ଘଣ୍ଟା ୮|୩୧|୪୧ସେକେଣ୍ଡ୍ ଗତେ ପୂର୍ବେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ରାତ୍ର ଘଣ୍ଟା ୮|୩୧|୪୧ସେକେଣ୍ଡ୍ ମଧ୍ୟେ ନଡ଼ିଆ ଓ ପରେ ଲାଉ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା- ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୪୬ ମିନିଟ୍, ସକାଳ ଘଣ୍ଟା ୯।୩୦ ମିନିଟ୍ ରୁ ଘଣ୍ଟା ୧୨।୭ ମିନିଟ୍, ଦିବା ଘଣ୍ଟା ୩।୩୫ ମିନିଟ୍ ରୁ ଘଣ୍ଟା ୪।୨୮ ମିନିଟ୍, ସୂର୍ଯ୍ୟାସ୍ତରୁ ସଂଧ୍ୟା ଘଣ୍ଟା ୬।୫୬ ମିନିଟ୍, ରାତ୍ର ଘଣ୍ଟା ୧୨।୨ ମିନିଟ୍ ରୁ ଘଣ୍ଟା ୨।୧୪ ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୨।୪୩ ମିନିଟ୍ ରୁ ଘଣ୍ଟା ୩।୩୫ ମିନିଟ୍, ଦିବା ଘଣ୍ଟା ୪।୨୮ ମିନିଟ୍ ରୁ ଘଣ୍ଟା ୫।୨୦ ମିନିଟ୍, ରାତ୍ର ଘଣ୍ଟା ୮।୨୩ ମିନିଟ୍ ରୁ ଘଣ୍ଟା ୯।୫୧ ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଦ୍ଵିଜା, କୃତ୍ତିକା, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ରାତ୍ର ଘଣ୍ଟା ୮|୨୮|୨୩ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରାଷାଢା, ଶ୍ରବଣା, ଶତଭିଷା,  ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର –

ମକର ରାଶିର ଘାତବାର। କର୍କଟ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ରାତ୍ର ଘଣ୍ଟା ୮|୨୮|୨୩ସେକେଣ୍ଡ୍ ମଧ୍ୟେ ପାଞ୍ଚମାସ ଗଣ୍ଡଦୋଷ, ଫଳ-ବିଧବା ଯୋଗେ ପ୍ରତିକାର କରଣୀୟ ଓ ପରେ ସାତମାସ ଗଣ୍ଡଦୋଷ, ଫଳ-ଶରୀରପୀଡା ଯୋଗେ ପ୍ରତିକାର କରଣୀୟ। ରଜଶ୍ଚକ୍ରେ ସୁଭାଗା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଅଷ୍ଟମୀର ଏକୋଦ୍ଦିଷ୍ଟ ପାର୍ବଣ ଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ଏକପାଦ ବାରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ- ଦିବା ଘଣ୍ଟା ୨|୫୭ ମିନିଟ୍ ରୁ ଘଣ୍ଟା ୪|୩୫ ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୬|୪୯ ମିନିଟ୍ ରୁ ଘଣ୍ଟା ୮|୨୭ ମିନିଟ୍ ମଧ୍ୟେ। କାଳବେଳା- ଦିବା ଘଣ୍ଟା ୧|୨୦ ମିନିଟ୍ ରୁ ଘଣ୍ଟା ୨|୫୮ ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୭|୩୫ମିନିଟ୍ ରୁ ଘଣ୍ଟା ୮|୫୮ ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୧।୬।୪୫।୨୭-, ଚନ୍ଦ୍ରରାଶି-୪।୪।୨୯।୪୯-,  ମଙ୍ଗଳରାଶି-୯|୮|୫|୧୫-, ବୁଧରାଶି-୦|୨୦|୯|୦-, ବୃହସ୍ପତିରାଶି-୬|୨୨|୩୮|୫୫-, ଶୁକ୍ରରାଶି-୨|୮|୪୮|୪୮-, ଶନିରାଶି-୮|୧୪|୭|୫୨-, ରାହୁରାଶି-୯|୧୪|୫|୪୪-, କେତୁରାଶି-୯|୧୪|୫|୪୪-।

ଆଜିରଲଗ୍ନ

ନିଶାନ୍ତ ୪ଟା ୪୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୬ଟା ୪୪ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୮ଟା ୫୭ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୧ଟା ୧୧ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୧ଟା ୨୦ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୩ଟା ୨୭ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୫ଟା ୩୯ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୭ଟା ୫୪ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୦ଟା ରୁ ମକର ଲଗ୍ନ ଆରମ୍ଭ। ୧୧ଟା ୪୮ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୧ ଟା ୨୪ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୨ଟା ୫୮ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ନିଶାନ୍ତ ୪ଟା ୪୧ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। 

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଶୁଭକର୍ମ-

ଆଜି ନାହିଁ।

ଆଜିଜନ୍ମ ହୋଇଥିବା ଶିଶୁର ରାଶି, ନକ୍ଷତ୍ର, ମହାଦଶା, ଲଗ୍ନ ଓ ଗ୍ରହସ୍ଥିତି-

ସୂର୍ଯ୍ୟ ଉଦୟ ଠାରୁ ରାତ୍ର ଘଣ୍ଟା ୮|୨୮|୨୩ସେକେଣ୍ଡ୍ ମଧ୍ୟେ ମଘାନକ୍ଷତ୍ର ସିଂହରାଶି କେତୁମହାଦଶାରେ ଜନ୍ମହୋଇଛି। ରାତ୍ର ଘଣ୍ଟା ୮|୨୮|୨୩ସେକେଣ୍ଡ୍ ପରେ ପୂର୍ବାଫାଲଗୁନୀନକ୍ଷତ୍ର ସିଂହରାଶି ଶୁକ୍ରମହାଦଶାରେ ଜନ୍ମହୋଇଛି ବୋଲି ଜାଣିବେ। ଲଗ୍ନସମୟକୁ ଦେଖି ନିଜେଲଗ୍ନ ଓ ଗ୍ରହସ୍ଥିତି ଜାଣିପାରିବେ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!