ମିଥୁନ ରାଶିର ଘାତବାର। ଆଜିର ପାଞ୍ଜି: ଅପ୍ରେଲ ୨୩, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୨୩, ୨୦୧୮

ବଗଳାମୁଖୀ ପୂଜା

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟଉଦୟ ମେଷ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୨୩|୨୦ସେ

ସୂର୍ଯ୍ୟାସ୍ତ ତୁଳା ଦ୫|୧୩|୨୨  ଇଂ ସଂଧ୍ୟା ଘ ୬|୦|୧୬ସେ

ଉଡ୍ରାବ୍ଦ ୧୪୨୫ସାଲ ମେଷ ୧୦ ଦିନ ରାଷ୍ଟ୍ରିୟ ବୈଶାଖମାସ ୩ ଦିନ ସୋମବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି ଦିବା ଘଣ୍ଟା ୨|୧୬|୫୦ସେକେଣ୍ଡ୍,

ପୁଷ୍ୟାନକ୍ଷତ୍ର ସଂଧ୍ୟା ଘଣ୍ଟା ୫|୩|୨୦ସେକେଣ୍ଡ୍, କର୍କଟଚନ୍ଦ୍ର ଅହୋରାତ୍ର,

ଶୂଳଯୋଗ ରାତ୍ର ଘଣ୍ଟା ୧୧|୪୪|୨ସେକେଣ୍ଡ୍,

ବବକରଣ ଦିବା ଘଣ୍ଟା ୨|୧୬|୫୦ସେକେଣ୍ଡ୍, ବାଳବକରଣ ରାତ୍ର ଘଣ୍ଟା ୧|୧୯|୨୧ସେକେଣ୍ଡ୍,

ରବ୍ୟଂଶଽ୮|୪୧|୩୭, ସୂକ୍ଷ୍ମଚନ୍ଦ୍ର ରାଶି ୩|୯|୫୦|୩୦,

ଦିନମାନ ଘଣ୍ଟା ୧୨|୩୬|୫୬ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୨୩|୪ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ଐଶାନ୍ୟେ ଦିବା ଘଣ୍ଟା ୨|୧୬|୫୦ସେକେଣ୍ଡ୍ ଗତେ ପୂର୍ବେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ଦିବା ଘଣ୍ଟା ୨|୧୬|୫୦ସେକେଣ୍ଡ୍ ମଧ୍ୟେ ନଡ଼ିଆ ଓ ପରେ ଲାଉ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ

ଅମୃତବେଳା-ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୭।୪ ମିନିଟ୍, ଦିବା ଘଣ୍ଟା ୧୦।୨୬ ମିନିଟ୍ ରୁ ଘଣ୍ଟା ୧୨।୫୭ମିନିଟ୍, ସଂଧ୍ୟା ଘଣ୍ଟା ୬।୪୬ ମିନିଟ୍ ରୁ ଘଣ୍ଟା ୯।୨ମିନିଟ୍, ରାତ୍ର ଘଣ୍ଟା ୧୧।୧୯ ମିନିଟ୍ ରୁ ଘଣ୍ଟା ୨।୨୧ମିନିଟ୍ ମଧ୍ୟେ। ମାହେନ୍ଦ୍ର- ଦିବା ଘଣ୍ଟା ୩।୨୮ ମିନିଟ୍ ରୁ ସଂଧ୍ୟା ଘଣ୍ଟା ୫।୯ ମିନିଟ୍ ମଧ୍ୟେ। 

ଚନ୍ଦ୍ରଶୁଦ୍ଧି

ବୃଷ, ମିଥୁନ, କର୍କଟ, କନ୍ୟା, ତୁଳା, ବିଛା, ମକର,  କୁମ୍ଭ, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଅଶ୍ଵିନୀ, କୃତ୍ତିକା,  ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ସଂଧ୍ୟା ଘଣ୍ଟା ୫|୩|୨୦ସେକେଣ୍ଡ୍ ଗତେ ଅଶ୍ଵିନୀ, ଦ୍ଵିଜା, ରୋହିଣୀ, ଆର୍ଦ୍ରା, ପୁଷ୍ୟା, ମଘା, ପୂର୍ବାଫାଲଗୁନି, ହସ୍ତା, ସ୍ଵାତୀ, ଅନୁରାଧା, ମୂଳା, ପୂର୍ବାଷାଢା, ଶ୍ରବଣା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତଚନ୍ଦ୍ର ଓ ଘାତବାର-

ମିଥୁନ ରାଶିର ଘାତବାର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ ସମ୍ବତ୍ସର ଗଣ୍ଡଦୋଷ ଓ ରାତ୍ର ଘଣ୍ଟା ୪।୨୯ ମିନିଟ୍ ପରେ ପାଞ୍ଚମାସ ଗଣ୍ଡଦୋଷ ଯୋଗେ ପ୍ରତିକାର କରଣୀୟ ଓ ରଜଶ୍ଚକ୍ରେ ପତିଭକ୍ତା।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ଦୋଷ  ନାହିଁ।

ଅଶୁଭସମୟ-

ରାହୁକାଳ/ କାଳବେଳା- ସକାଳ ଘଣ୍ଟା ୭|୦ମିନିଟ୍ ରୁ ଘଣ୍ଟା ୮|୩୪ମିନିଟ୍ ମଧ୍ୟେ। ବାରବେଳା- ଦିବା ଘଣ୍ଟା ୨|୫୩ ମିନିଟ୍ ରୁ ଘଣ୍ଟା ୪|୨୮ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୧୦|୧୮ମିନିଟ୍ ରୁ ଘଣ୍ଟା ୧୧|୪୪ମିନିଟ୍ ମଧ୍ୟେ।

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୦।୮।୪୧।୩୭- ଚନ୍ଦ୍ରରାଶି-୩।୯।୫୦।୩୦-, ମଙ୍ଗଳରାଶି-୮|୨୫|୩୦|୫୦-, ବୁଧରାଶି-୧୧|୧୩|୧|୧୭-, ବୃହସ୍ପତିରାଶି-୬|୨୬|୧୫|୧୧-, ଶୁକ୍ରରାଶି-୧|୩|୫୦|୮-, ଶନିରାଶି-୮|୧୫|୦|୨୭-, ରାହୁରାଶି-୯|୧୭|୯|୧୮-, କେତୁରାଶି-୯|୧୭|୯|୧୮-।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଆଜିରଲଗ୍ନ

ନିଶାନ୍ତ ୪ଟା ୫୨ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ୬ଟା ୩୯ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୮ଟା ୩୮ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୦ଟା ୫୧ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧ଟା ୫ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୩ଟା ୧୪ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୫ଟା ୨୧ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୭ଟା ୩୩ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୯ଟା ୪୮ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୧ଟା ୫୪ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧ଟା ୪୨ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୩ ଟା ୧୮ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୪ଟା ୫୨ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।

ଶୁଭକର୍ମ-

ଆଜି ଜଳାଶୟପ୍ରତିଷ୍ଠା, ଦିକ୍ଷାଗ୍ରହଣ, ନୃତ୍ୟ ଗୀତ ବାଦ୍ୟାରମ୍ଭ, ଧାନ୍ୟସ୍ଥାପନ, ନାଟ୍ୟାରମ୍ଭ ବା ଚଳଚ୍ଚିତ୍ର, ଋଣଦାନ ଓ ଗ୍ରହଣ କରିପାରିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!