ଦୈନିକ ରାଶିଫଳ: ୨୩ ଡିସେମ୍ବର ୨୦୧୮, ସୂର୍ଯ୍ୟ ଦେବ ଆଜି ଏହି ରାଶି ଉପରେ ହେବେ ପ୍ରଶନ୍ନ, ଘରେ ବା ବ୍ୟବସାୟରେ ହେବ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୩ ଡିସେମ୍ବର ୨୦୧୮

ମେଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରାଜନୀତି କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ଉଚ୍ଚାଧିକାରୀ, ସହକର୍ମୀ,  ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢ଼େଇ ଦେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ମିଥୁନ:-

ରାଜନୀତି କ୍ଷେତ୍ରରେ କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟନେଇ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ ଓ ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କର୍କଟ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, ପ୍ରତିପତ୍ତି ଓ କ୍ଷାତି ବଢିବ। ଅଧୁରା କାର୍ଯ୍ୟ ପୂରଣ ହେବ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳ ହେବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର: ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ।

ସିଂହ:-

ବ୍ୟବସାୟ ପ୍ରତି ଉତ୍ସାହ ବଢିବା ସହ କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ଓ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ରାଜନୀତି କ୍ଷେତ୍ରରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଛା:-

ପରିବାରରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ମଉଜ-ମସ୍ତିରେ ସମୟ କଟିପାରେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ ଓ ଦାମ୍ପତ୍ୟ ସୁଖରେ ଅଧିକ ଘନିଷ୍ଠତା ହେବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ରାଜନୈତିକ କ୍ଷେତ୍ରରେ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଯୋଗେ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବାଧା ଉପୁଜି ପାରେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଯୁବକ ଯୁବତୀମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୌଣସି ଅସୁବିଧା ହେବ ନାହିଁ। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ସାମ୍ବାଦିକମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପରିବାରରେ ଭାବନାର ବଶୀଭୂତ ହୋଇ ଶାନ୍ତି ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ। ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପ୍ରତିକାର- ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନୀତ ହେବେ। ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!