ଆଜି କେମିତି ରହିବ ଆପଣଙ୍କ ଦିନ : ୨୪ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୪ ଅପ୍ରେଲ ୨୦୧୮

ମେଷ-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଦୂରଯାତ୍ରା କରି ମନ ଖୁସି ରହିବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ସନ୍ତାନମାନଙ୍କ ପାଇଁ ସବୁବେଳେ ଚିନ୍ତିତ ରହିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ଅଶାନ୍ତିର ଝଡ ଶାନ୍ତ ହେବ। ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଶତୃମାନେ ଦୂରେଇଯିବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା-

କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ପ୍ରତିକାର- ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ।

ତୁଳା-

ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଧାର୍ମିକ କାର୍ଯ୍ୟପ୍ରତି  ଆଗ୍ରହୀ ହେବେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବିଛା-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।  

ଧନୁ-

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର-

ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ମହିଳାମାନେ ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର- ପିତା ମାତାଙ୍କୁ  ପଦସ୍ପର୍ଷ କରି ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!