ଦୈନିକ ରାଶିଫଳ: ୨୪ ଜାନୁୟାରୀ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଆର୍ଥିକ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। ରାଜ ନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ ଓ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପାରିବାରିକ ଜୀବନରେ ସୁଧାର ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

କର୍ମକ୍ଷେତ୍ରରେ ନିଜ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଶତ୍ରୁହାନି, ଉଚ୍ଚପ୍ରଶଂସାଲାଭ, ଦମ୍ଭସାହସବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଶ୍ରମ ସାର୍ଥକ ହେବ, ଆୟ ବଢିବ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ଉଚ୍ଚ ଆଶାରେ ଆଗେଇବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। କୋର୍ଟ କଚେରୀ ପ୍ରତି ବିତୃଷ୍ଣା ଜାତ ହେବ ତାରିଖ ଘୁଞ୍ଚିଗଲେ ଭଲ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟରେ ପ୍ରଚୁର ଲାଭ କରିବେ। ରାଜନୀତି ରେ ଲୋକ ସମ୍ପର୍କରେ ଉନ୍ନତି ହେବ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। କର୍ମ କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କୋଲସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। କୋର୍ଟ କଚେରୀ ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣି ବାରେ ସଫଳ ହେବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:- ବାହାରେ ଟିକେ ଗୁଡ଼ ରଖି ଦିଅନ୍ତୁ।

ସିଂହ:-

ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। ସରକାରୀ କର୍ମଚାରୀମାନେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ପୁରାତନ ରୋଗରୁ ମୁକ୍ତି ପାଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପରିବାରରେ ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ କଠିନ ପରିଶ୍ରମ କରି ପୁରଣ କରି ପାରନ୍ତି। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ପରିବାର ରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ପରିସ୍ଥିତି ବଦଳିଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ବା ଚାକିରୀ ଇତ୍ୟାଦି ସଂପୂର୍ଣ୍ଣ ହେବ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟାପାରରେ ଅଟକି ଥିବା ଅର୍ଥ ମିଳିଯିବା ଫଳରେ ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ସଫଳ ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ।  ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ଦୂର ସ୍ଥାନକୁ ଯାତ୍ରା କରିଲେ ଧନ ହାନି ହେବାର ସମ୍ଭାବନା। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବା ସହ ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ଆର୍ଥିକ ସ୍ଥିତିରେ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଶରିର ସୁସ୍ଥ ରହିବ। ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରବେ ଓ କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉକିତ୍। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନ ଜନକ ସ୍ଥିତି ପରିଲକ୍ଷିତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବୃଦ୍ଧି ହେବ। ଗୁରୁଜନମାନଙ୍କର ଆଦର ପାଇବା ସହ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ଆଦୌ ମନ ଲାଗି ନ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!