ଆଜି କେମିତି ରହିବ ଆପଣଙ୍କ ଦିନ : ୨୬ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଅପ୍ରେଲ ୨୦୧୮

ମେଷ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ଓ ଦ୍ଵିଗୁଣା ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

ଅଧୁରା କାର୍ଯ୍ୟ ପୂରଣ ହେବ। ଉନ୍ନତି ବା ଅବସର ମିଳିପାରେ। ନୂଆ ଚାକିରୀ ମଧ୍ୟ ମିଳିପାରେ। ନୂଆ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କର୍କଟ:-

ପୁରୁଣା ନିବେଶ ଲାଭ ଦେବ। ଆର୍ଥିକସ୍ଥିତି ସୁଧୁରି ଯିବ, କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ଯଶ ପ୍ରତିଷ୍ଠା ମିଳିବ। ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ। ପ୍ରତିକାର- ସବୁଜ ବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ। 

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

ନୂଆ ଚାକିରୀ ହେବାର ଅଫର୍ ମିଳିବ। ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ପକ୍ଷରେ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କନ୍ୟା:-

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ। 

ତୁଳା:-

ବନ୍ଧୁ ମିତ୍ରଙ୍କ ଆଗମନ ହେବ। ସନ୍ତାନ ସମ୍ବନ୍ଧି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର-ମନ୍ଦିର ସାମ୍ନାରେ ମୁଣ୍ଡ ନୂଆଁଇ ପ୍ରଣାମ କରନ୍ତୁ।

ବିଛା:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ପତ୍ନୀଙ୍କ ସେବା ଓ ସହଯୋଗରେ ଆଗକୁ ବଢିପାରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ। 

ଧନୁ:-

ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଚାକିରୀରେ ପଦୋନ୍ନତି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।  

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ମୀନ:-

ଦୁଃଖୀ ଲୋକଙ୍କୁ ସାହାରା ବା ସାହାର୍ଯ୍ୟ କରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ  ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଗାଈକୁ ଘାସ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!