ଦୈନିକ ରାଶିଫଳ: ୨୬ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଜୁଲାଇ ୨୦୧୮

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ ପରିସ୍ଥିତି ବଦଳିଯିବ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ  କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ପ୍ରତିକାରବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। କର୍ମ ପ୍ରତି ହତୋତ୍ସାହ ଏବଂ ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ। ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ। ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ। ଅଳ୍ପକେ ଦୁର୍ଘଟଣାରୁ  ରକ୍ଷା ପାଇବେ। ପ୍ରତିକାରଗହମ, ଗୁଡ ବାଳକମାନଙ୍କୁ ଦାନ କରନ୍ତୁ।

ମିଥୁନ:-

ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପ୍ରତିକାରକୌଣସି ପିଲାକୁ ମିଠା ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:-

ବ୍ୟାପାରରେ ପ୍ରଚୁର ଲାଭ ହେବ। ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନଦାନ ଦିଅନ୍ତୁ।

ସିଂହ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। କଥାବାର୍ତ୍ତା ଓ ନିଜର କ୍ରୋଧକୁ ନିୟନ୍ତ୍ରଣ କରିବା ଉଚ୍ଚିତ୍। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ। ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ। 

କନ୍ୟା:-

କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ। ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର, କର୍ମକ୍ଷେତ୍ର ଓ ପରିବାର ପାଇଁ ଚିନ୍ତାର କାରଣ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। ସାମାଜିକ ପତିଆରା ଅମଳିନ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ରାଜନୀତି କ୍ଷେତ୍ର ସୁଦୃଢ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଛା:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପ୍ରତିକାରକୌଣସି ପିଲାକୁ ମିଠା ଖାଇବାକୁ ଦେବେ।

କୁମ୍ଭ:-

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ପ୍ରତିକାରମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!