ଦୈନିକ ରାଶିଫଳ: ୨୬ ଅକ୍ଟୋବର ୨୦୧୮। ମା’ଙ୍କ କୃପାରୁ ଏହି ୫ଟି ରାଶି ପାଇଁ ଆଜି ହେଉଛି ରାଜଯୋଗ।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଅକ୍ଟୋବର ୨୦୧୮। ମା’ଙ୍କ କୃପାରୁ ଏହି ୫ଟି ରାଶି ପାଇଁ ଆଜି ହେଉଛି ରାଜଯୋଗ।

ମେଷ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। କର୍ମଚାରୀମାନଙ୍କର  ଅତ୍ୟଧିକ କାର୍ଯ୍ୟଚାପ  ହେତୁ ଚିନ୍ତିତ ରହିବେ। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। ମହିଳାମାନେ ଭ୍ରମଣ କରିବାର ସୁଯୋଗ ପାଇବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।  ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିବେ। ବ୍ୟବସାୟରେ ଲକ୍ଷପ୍ରତି ଯଥାର୍ଥବାଦୀ ହେବେ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ନିଜର ରଚନାତ୍ମକ ଚିନ୍ତା ଚରମ ହେବ ତଥା ଲୋକଙ୍କୁ ନିଜର କରିପାରିବେ। ଆର୍ଥିକ ମାମଲା ସୁଧୁରିଯିବ। ପ୍ରତିକାର- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କୌଣସି ବରିଷ୍ଠ ରାଜନେତା ବା ପଦସ୍ଥ ଅଧିକାରୀ, ସେଲିବ୍ରିଟ୍ ଦ୍ଵାରା ଦେଖାହୋଇ ପାରନ୍ତି। ଶତୃଙ୍କ ସହିତ ମୁକାବିଲା କରିପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। କର୍ମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଋଣ ଭରଣାରେ ସହଜ ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ପ୍ରତିକାର:- ବିରାଡିକୁ କ୍ଷୀର ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ:-

ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବା ସହ ଲକ୍ଷ୍ୟ ସିଦ୍ଧିହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ।  ପରିବାରର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ମହିଳାମାନଙ୍କର ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସହଜ ହେବ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କରୁ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପ୍ରେରଣା ଓ ଆର୍ଥିକ ସହାୟତାରେ କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ପ୍ରତିକାର:- ଗୋମାତାକୁ ଖାଇବାକୁଦେବା ଆବଶ୍ୟକ।

ବିଛା:-

ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ସାମାଜିକ କାର୍ଯ୍ୟରେ ଯୋଗ ଦେବେ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ ଅର୍ଥ ଲାଭ ହେବ। ପିତା ମାତାଙ୍କ ଠାରୁ ସାହାଯ୍ୟ ମିଳିବ। ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଚାକିରୀ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନ ଅଶାନ୍ତି ଲାଗିବ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମକର:-

ପାରିବାରିକ ଜୀବନରେ ସୁଧାର ହେବ। ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ କୂଟନୀତିର ଶିକାର ହେବେ। ରାଜନୀତିରେ ସମାଲୋଚିତ ହେଲେମଧ୍ୟ  ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ପ୍ରତିକାର:- ଷଣ୍ଢକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ରାଜନୀତି କ୍ଷେତ୍ରରେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ମହିଳାମାନେ ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ:-

ମହିଳାମାନଙ୍କର ଶାରିରୀକ ଅସୁସ୍ଥତା ଦୂରହେବ ଓ କର୍ମ ନିଯୁକ୍ତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ବିଗିଡିଥିବା କାର୍ଯ୍ୟ ଅନ୍ୟର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ।  ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ ଓ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!