ଆଜି କେମିତି ରହିବ ଆପଣଙ୍କ ଦିନ : ୨୭ ଅପ୍ରେଲ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଅପ୍ରେଲ ୨୦୧୮

ମେଷ:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପ୍ରତିକାର- ମସୁରଡାଲି ଧର୍ମସ୍ଥାନରେ ଦେବେ।  

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନବସ୍ତ୍ର ଦାନ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ:-

କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ। ପରିସ୍ଥିତିରେ ପଡି ଧାରକରଜ କରିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କର୍କଟ:-

ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିଚାଲିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।  

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ:-

କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ। 

କନ୍ୟା:-

ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ କର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର- ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

ତୁଳା:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ବିଛା:-

ମାନ-ପ୍ରତିଷ୍ଠା ବଢିବ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତିକାର:- ଅନ୍ଧ,ବିଧବା ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ। 

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ପ୍ରତିକାର- ଆରାଧ୍ୟାଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!