ଆଜିର ପାଞ୍ଜି: ଅପ୍ରେଲ ୨୭, ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ପାଞ୍ଜି: ଅପ୍ରେଲ ୨୭, ୨୦୧୮

ସୂର୍ଯ୍ୟଉଦୟ ମେଷ ଦ୫|୫୬|୪୬ ଇଂ ପ୍ରାତଃ ଘ ୫|୨୦|୩୯ସେ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସୂର୍ଯ୍ୟାସ୍ତ ତୁଳା ଦ୫|୧୩|୨୨  ଇଂ ସଂଧ୍ୟା ଘ ୬|୧|୩୫ସେ

ଉଡ୍ରାବ୍ଦ ୧୪୨୫ସାଲ ମେଷ ୧୪ ଦିନ ରାଷ୍ଟ୍ରିୟ ବୈଶାଖମାସ ୭ ଦିନ ଶୁକ୍ରବାର

ଆଜିର ପଞ୍ଚାଙ୍ଗ-

ଚାନ୍ଦ୍ରମାନ, ବୈଶାଖମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି ସକାଳ ଘଣ୍ଟା ୮|୮|୧୨ସେକେଣ୍ଡ୍,

ଉତ୍ତରା ଫାଲଗୁନୀ ନକ୍ଷତ୍ର ଦିବା ଘଣ୍ଟା ୨|୪୦ସେକେଣ୍ଡ୍, କନ୍ୟାଚନ୍ଦ୍ର ଅହୋରାତ୍ର,

ବ୍ୟାଘାତଯୋଗ ଦିବା ଘଣ୍ଟା ୨|୩୯|୫୬ସେକେଣ୍ଡ୍,

ବାଳବକରଣ ସକାଳ ଘଣ୍ଟା ୮|୮|୧୨ସେକେଣ୍ଡ୍, କୌଳବକରଣ ରାତ୍ର ଘଣ୍ଟା ୭|୩୭|୧୮ସେକେଣ୍ଡ୍,

ରବ୍ୟଂଶଽ୧୨|୩୫|୧୬, ସୂକ୍ଷ୍ମଚନ୍ଦ୍ର ରାଶି ୫|୫|୬|୫୯,

ଦିନମାନ ଘଣ୍ଟା ୧୨|୪୦|୫୬ସେକେଣ୍ଡ୍, ନିଶାମାନ ଘଣ୍ଟା ୧୧|୧୯|୪ସେକେଣ୍ଡ୍,

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ଯୋଗିନୀବାସ-

ଯୋଗିନୀ ନୈଋତକୋଣେ ସକାଳ ଘଣ୍ଟା ୮|୮|୧୨ସେକେଣ୍ଡ୍ ଗତେ ଦକ୍ଷିଣେ ଯାତ୍ରା ନିଷେଧ।

ନିଷେଧଖାଦ୍ୟ-

ସକାଳ ଘଣ୍ଟା ୮|୮|୧୨ସେକେଣ୍ଡ୍ ମଧ୍ୟେ ପୋଇ, ମସୁରଡାଲି ଓ ପରେ ବାଇଗଣ ନ ଖାଇଲେ ଭଲ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ଶୁଭସମୟ–

ଅମୃତବେଳା-ସୂର୍ଯ୍ୟଉଦୟରୁ ସକାଳ ଘଣ୍ଟା ୬।୧୧ ମିନିଟ୍, ଘଣ୍ଟା ୭।୨ ମିନିଟ୍ ରୁ ଘଣ୍ଟା ୯।୩୪ମିନିଟ୍, ଦିବା ଘଣ୍ଟା ୧୨।୬ ମିନିଟ୍ ରୁ ଘଣ୍ଟା ୨।୩୮ମିନିଟ୍, ଦିବା ଘଣ୍ଟା ୪।୧୯ ମିନିଟ୍ ରୁ ଘଣ୍ଟା ୬।୧ମିନିଟ୍, ରାତ୍ର ଘଣ୍ଟା ୭।୩୨ ମିନିଟ୍ ରୁ ଘଣ୍ଟା ୯।୩ମିନିଟ୍, ରାତ୍ର ଘଣ୍ଟା ୧।୩୪ ମିନିଟ୍ ରୁ ଘଣ୍ଟା ୩।୫ମିନିଟ୍ ମଧ୍ୟେ। ମାହେନ୍ଦ୍ର- ରାତ୍ର ଘଣ୍ଟା ୯।୩ ମିନିଟ୍ ରୁ ଘଣ୍ଟା ୯।୪୮ମିନିଟ୍, ରାତ୍ର ଘଣ୍ଟା ୩।୫ ମିନିଟ୍ ରୁ ଘଣ୍ଟା ୩।୫୦ମିନିଟ୍ ମଧ୍ୟେ।

ଚନ୍ଦ୍ରଶୁଦ୍ଧି –

ମେଷ, ବୃଷ, କର୍କଟ, ସିଂହ, କନ୍ୟା, ବିଛା, ଧନୁ, ମକର, ମୀନ ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।

ତାରାଶୁଦ୍ଧି –

ଦ୍ଵିଜା, ରୋହିଣୀ, ମୃଗଶିରା, ପୁନର୍ବସୁ, ଆଶ୍ଳେଷା, ପୂର୍ବାଫାଲଗୁନି, ହସ୍ତା, ଚିତ୍ରା, ବିଶାଖା, ଜ୍ୟୋଷ୍ଠା, ପୂର୍ବାଷାଢା, ଶ୍ରବଣା, ଧନିଷ୍ଠା, ପୂର୍ବ ଭାଦ୍ରପଦ, ରେବତୀ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି ଓ ଦିବା ଘଣ୍ଟା ୨|୦|୪୦ସେକେଣ୍ଡ୍ ଗତେ ଅଶ୍ଵିନୀ, କୃତ୍ତିକା, ମୃଗଶିରା, ଆର୍ଦ୍ରା, ପୁଷ୍ୟା, ମଘା, ଉତ୍ତରା ଫାଲଗୁନି, ଚିତ୍ରା, ସ୍ଵାତୀ, ଅନୁରାଧା, ମୂଳା, ଉତ୍ତରା ଷାଢା, ଧନିଷ୍ଠା, ଶତଭିଷା, ଉତ୍ତର ଭାଦ୍ରପଦ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି।

ଘାତବାର ଓ ଘାତଚନ୍ଦ୍ର-

ବିଛା, ଧନୁ, ମୀନ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର।

ରଜୋଶ୍ଚକ୍ର-

ପ୍ରଥମ ରଜୋଦର୍ଶନେ କ୍ରୋଧଯୁକ୍ତା, ଦୁଃଖଭୋଗିନୀ ଯୋଗେ ପ୍ରତିକାର କରଣୀୟ ଓ ରଜଶ୍ଚକ୍ରେ ସର୍ବ ସୁଖ ପ୍ରାପ୍ତି।

ସାମ୍ବତ୍ସରିକ ଶ୍ରାଦ୍ଧ-

ଆଜି ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ହେବ।

ପୁଷ୍କରଦୋଷ-

ଆଜି ମୃତବ୍ୟକ୍ତିର ସକାଳ ଘଣ୍ଟା ୮|୮|୧୨ସେକେଣ୍ଡ୍ ମଧ୍ୟେ ଦ୍ଵିପାଦ ତିଥି ଓ ନକ୍ଷତ୍ରଦୋଷ ଯୋଗେ ବାରପତ୍ର ଦିନ ତିଳ କାଞ୍ଚନ ଦାନ ଓ ଶାନ୍ତିହୋମ କରି ପୁରୋହିତଙ୍କୁ ଭୋଜନ ଦକ୍ଷିଣା ଦେବା ଉଚିତ୍।

ଅଶୁଭସମୟ-

ରାହୁକାଳ/ କାଳବେଳା – ଦିବା ଘଣ୍ଟା ୧୦|୮ ମିନିଟ୍ ରୁ ଘଣ୍ଟା ୧୧|୪୩ମିନିଟ୍ ମଧ୍ୟେ। ବାରବେଳା- ସକାଳ ଘଣ୍ଟା ୮|୩୩ ମିନିଟ୍ ରୁ ଘଣ୍ଟା ୧୦|୮ମିନିଟ୍ ମଧ୍ୟେ। କାଳରାତ୍ରି- ରାତ୍ରି ଘଣ୍ଟା ୮|୫୩ମିନିଟ୍ ରୁ ଘଣ୍ଟା ୧୦|୧୮ମିନିଟ୍ ମଧ୍ୟେ।

Jyotirbid Dr. Pramod Satapathy
Jantra Jyotisha

For personalized consultation and appointment,
you can connect on WhatApp @ 7008758366
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366

ସୂର୍ଯ୍ୟଉଦୟକାଳୀନ ଗ୍ରହସ୍ଫୁଟ-  

ରବିରାଶି-୦।୧୨।୩୫।୧୬- ଚନ୍ଦ୍ରରାଶି-୫।୫।୬।୫୯-, ମଙ୍ଗଳରାଶି-୮|୨୭|୨୭|୫୫-, ବୁଧରାଶି-୧୧|୧୫|୫୨|୫୦-, ବୃହସ୍ପତିରାଶି-୬|୨୫|୪୬|୪୬-, ଶୁକ୍ରରାଶି-୧|୮|୪୧|୫୬-, ଶନିରାଶି-୮|୧୪|୫୭|୪୪-, ରାହୁରାଶି-୯|୧୭|୪୩|1୪-, କେତୁରାଶି-୯|୧୭|୪୩|୧୪-।

ଆଜିରଲଗ୍ନ

ନିଶାନ୍ତ ୪ଟା ୩୬ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ। ୬ଟା ୨୩ମିନିଟ୍ ରୁ ବୃଷ ଲଗ୍ନ ଆରମ୍ଭ। ୮ଟା ୨୨ମିନିଟ୍ ରୁ ମିଥୁନ ଲଗ୍ନ ଆରମ୍ଭ। ୧୦ଟା ୩୫ମିନିଟ୍ ରୁ କର୍କଟ ଲଗ୍ନ ଆରମ୍ଭ। ୧୨ଟା ୪୯ମିନିଟ୍ ରୁ ସିଂହ ଲଗ୍ନ ଆରମ୍ଭ। ୨ଟା ୫୮ମିନିଟ୍ ରୁ କନ୍ୟା ଲଗ୍ନ ଆରମ୍ଭ। ୫ଟା ୫ମିନିଟ୍ ରୁ ତୁଳା ଲଗ୍ନ ଆରମ୍ଭ। ୭ଟା ୧୭ମିନିଟ୍ ରୁ ବିଛା ଲଗ୍ନ ଆରମ୍ଭ। ୯ଟା ୩୨ମିନିଟ୍ ରୁ ଧନୁ ଲଗ୍ନ ଆରମ୍ଭ। ୧୧ଟା ୩୮ମିନିଟ୍ ରୁ ମକର ଲଗ୍ନ ଆରମ୍ଭ। ୧ଟା ୨୭ମିନିଟ୍ ରୁ କୁମ୍ଭ ଲଗ୍ନ ଆରମ୍ଭ । ୩ ଟା ୩ମିନିଟ୍ ରୁ ମୀନ ଲଗ୍ନ ଆରମ୍ଭ। ୪ଟା ୩୬ମିନିଟ୍ ରୁ ମେଷ ଲଗ୍ନ ଆରମ୍ଭ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!