ଆଜି କେମିତି ରହିବ ଆପଣଙ୍କ ଦିନ : ୨୭ ମାର୍ଚ୍ଚ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ମାର୍ଚ୍ଚ ୨୦୧୮

ମେଷ-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ପ୍ରତିକାର- ସୋରିଷତେଲରେ ପରଟା କରି କୁକୁରକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

ମିଥୁନ-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ-

ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

<<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< ଜାତକ ବିଚାର>>>

ସିଂହ-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା-

ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ।  

ବିଛା-

ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଧନୁ-

ବୃତ୍ତିଗତ ଦୃଷ୍ଟିରୁ ଚଞ୍ଚଳତା ସୁରକ୍ଷିତ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ-

ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ।

ମୀନ-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!